୭ ବର୍ଷରେ ଭାଜପା ସରକାର: ୭୩ ବର୍ଷ ମଧ୍ୟରେ କେନ୍ଦ୍ରରେ ରହିଛି ଦୁର୍ବଳ ସରକାରଙ୍କ ଶାସନ, କହିଲା କଂଗ୍ରେସ …

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ମଧ୍ୟରେ ଭାଜପା ସରକାର କେନ୍ଦ୍ରରେ ୭ ବର୍ଷ ପୂରଣ କରିଛନ୍ତି। କଂଗ୍ରେସ ପକ୍ଷରୁ ଭାଜପା ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ, ଦେଶ ଇତିହାସର ୭୩ ବର୍ଷ ମଧ୍ୟରେ କେନ୍ଦ୍ରରେ ସବୁଠାରୁ ଦୁର୍ବଳ ସରକାର କ୍ଷମତାରେ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ପାଇଁ କ୍ଷତିକାରକ ପାଲଟିଛନ୍ତି। ଦେଶରେ ଦରଦାମ୍‌ ବୃଦ୍ଧି ନିୟନ୍ତ୍ରଣ କରିବାରେ ସରକାର ବିଫଳ ରହିଛନ୍ତି। ଗତ ୭ ବର୍ଷ ମଧ୍ୟରେ ଦେଶରେ ବେରୋଜଗାରଙ୍କ ସଂଖ୍ୟା ୧୧.୩ ପ୍ରତିଶତ ବଢ଼ିଛି। ପେଟ୍ରୋଲ ୧୦୦ ଟଙ୍କା ପାର୍‌ କରିଥିବାବେଳେ ସୋରିଷ ତେଲ ୨୦୦ ଟଙ୍କା ଟପିଛି। ଏହା ଯୋଗୁ ଦେଶର ସାଧାରଣ ଜନତାଙ୍କ ଉପରେ ବୋଝ ବଢ଼ିବାରେ ଲାଗିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ୍‌ ୧୧ରେ ମୋଦି-ବାଇଡେନ୍‌ଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଏପ୍ରିଲ ୧୧ ଅର୍ଥାତ୍‌ ସୋମବାର ଏକ ଭର୍ଚୁଆଲ୍‌ ବୈଠକ ହେବ ବୋଲି...

ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍‌…

ସକାଳେ ୫ ମିନିଟ୍‌ ପାଇଁ ଯେଉଁମାନେ ଖରାରେ ବସନ୍ତି ସେମାନେ ଦୀର୍ଘ ଦିନ ପର୍ଯ୍ୟନ୍ତ ସୁସ୍ଥ ରହିଥାଆନ୍ତି ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ପ୍ରତିଦିନ ସକାଳେ...

ହୁକ୍କା ଫେରିଲା: ବାର୍‌-ରେଷ୍ଟୁରାଣ୍ଟରେ ବ୍ୟବହାର ଉପରୁ ହଟିଲା ପ୍ରତିବନ୍ଧକ, ସରକାର ନିୟମ ଜାରି କରି ନାହାନ୍ତି ବୋଲି କହିଲେ ହାଇକୋର୍ଟ…

କୋଲକାତା,୨୪।୧ : ହାଇକୋର୍ଟ କୋଲକାତା ଏବଂ ସଲ୍ଟ ଲେକ ବାର ଏବଂ ରେଷ୍ଟୁରାଣ୍ଟରେ ହୁକ୍କା ବ୍ୟବହାର ଉପରେ ଲାଗୁହୋଇଥିବା ପ୍ରତିବନ୍ଧକ ମଙ୍ଗଳବାର ହଟାଇଛନ୍ତି। ନ୍ୟଶସନାଲ ରେଷ୍ଟୁରାଣ୍ଟ...

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କୁ ସମର୍ଥନ କଲା ଶିବସେନା

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବୁଧବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିଲ୍‌କୁ କଂଗ୍ରେସ ସମେତ କିଛି ଦଳ ବିରୋଧ କରୁଥିବା...

ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି।...

ସ୍ବାମୀଙ୍କୁ ଆକ୍ରମଣ ପରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ଆଗ୍ରା, ୩୧।୩ : ସ୍ବାମୀଙ୍କୁ ଆକ୍ରମଣ ପରେ ୧୯ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି ଉତ୍ତର ପ୍ରଦେଶର ଆଗ୍ରା ଜିଲାରୁ। ଦୁର୍ବୃତ୍ତମାନେ ଏହି...

ତେଲର ବିଜ୍ଞାପନ ପାଇଁ ବଲିଉଡ୍‌ ଅଭିନେତାଙ୍କ ଉପରେ ୨୦ ହଜାର ଟଙ୍କା ଜରିମାନା

ମୁମ୍ବାଇ,୨୫।୧୧: ବଲିଉଡ୍‌ ଅଭିନେତା ଗୋବିନ୍ଦା ଓ ଜ୍ୟାକି ଶ୍ରଫ ଦରଜ ଭଲ ହେବା ତେଲର ଏକ ବିଜ୍ଞାପନରେ କାମ କରିଥିଲେ। ହେଲେ ଏବେ ଏହା ତାଙ୍କୁ...

କୃଷକଙ୍କ ସହ ଆତଙ୍କବାଦୀ ଭଳି ବ୍ୟବହାର ହେଉଛି: ସଞ୍ଜୟ ରାଉତ

ମୁମ୍ବାଇ,୨୯ ।୧୧: କୃଷି ଆଇନକୁ ନେଇ ପ୍ରାୟ ୪ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ସର୍‌କାର ଏବେ ପର୍ଯ୍ୟନ୍ତ ସେମାନଙ୍କୁ ଦିଲ୍ଲୀ-ହରିୟାଣାକୁ...

Advertisement
Archives

Model This Week