୭ ବର୍ଷରେ ଭାଜପା ସରକାର: ୭୩ ବର୍ଷ ମଧ୍ୟରେ କେନ୍ଦ୍ରରେ ରହିଛି ଦୁର୍ବଳ ସରକାରଙ୍କ ଶାସନ, କହିଲା କଂଗ୍ରେସ …

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ମଧ୍ୟରେ ଭାଜପା ସରକାର କେନ୍ଦ୍ରରେ ୭ ବର୍ଷ ପୂରଣ କରିଛନ୍ତି। କଂଗ୍ରେସ ପକ୍ଷରୁ ଭାଜପା ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ, ଦେଶ ଇତିହାସର ୭୩ ବର୍ଷ ମଧ୍ୟରେ କେନ୍ଦ୍ରରେ ସବୁଠାରୁ ଦୁର୍ବଳ ସରକାର କ୍ଷମତାରେ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ପାଇଁ କ୍ଷତିକାରକ ପାଲଟିଛନ୍ତି। ଦେଶରେ ଦରଦାମ୍‌ ବୃଦ୍ଧି ନିୟନ୍ତ୍ରଣ କରିବାରେ ସରକାର ବିଫଳ ରହିଛନ୍ତି। ଗତ ୭ ବର୍ଷ ମଧ୍ୟରେ ଦେଶରେ ବେରୋଜଗାରଙ୍କ ସଂଖ୍ୟା ୧୧.୩ ପ୍ରତିଶତ ବଢ଼ିଛି। ପେଟ୍ରୋଲ ୧୦୦ ଟଙ୍କା ପାର୍‌ କରିଥିବାବେଳେ ସୋରିଷ ତେଲ ୨୦୦ ଟଙ୍କା ଟପିଛି। ଏହା ଯୋଗୁ ଦେଶର ସାଧାରଣ ଜନତାଙ୍କ ଉପରେ ବୋଝ ବଢ଼ିବାରେ ଲାଗିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଦେଖିବାକୁ ମିଳୁନାହାନ୍ତି ମାଙ୍କଡ଼

ପୁରୀ ଅଫିସ,୨୮ା୩: ଶ୍ରୀମନ୍ଦିର ଯଦି ଆସିଛନ୍ତି ନିଶ୍ଚିତ ବହୁ ସଂଖ୍ୟାରେ ମାଙ୍କଡ଼ ଦେଖିଥିବେ। ବେଢା ପରିସରସ୍ଥ ବିଭିନ୍ନ ମନ୍ଦିର ଉପରେ ହେଉ ଅବା ଗଛରୁ ଗଛ...

ଶୀଘ୍ର ଆସ୍ଥାଭୋଟ ପାଇଁ ଦାବି

ଭୋପାଳ,୧୫ା୩(ପି.ଟି.): ମଧ୍ୟପ୍ରଦେଶ ଭାଜପାର ଏକ ପ୍ରତିନିଧି ଦଳ ଶନିବାର ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନଙ୍କୁ ସାକ୍ଷାତ କରି ବିଧାନସଭାରେ ତୁରନ୍ତ ଆସ୍ଥା ଭୋଟ କରାଇବା ପାଇଁ ଦାବି...

ଅଗଷ୍ଟ ଶେଷ ବେଳକୁ ଆସିପାରେ କରୋନାର ତୃତୀୟ ଲହର: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୬ ।୭: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସରୁ ସରୁ ତୃତୀୟ ଲହର ଆରମ୍ଭ ହେବାର ଭୟ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି...

ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍‌ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି...

ଗୁଜରାଟରେ ପାକ୍‌ ପଙ୍ଗପାଳ ଆତଙ୍କ

ବଡୋଦରା, ୨୬ା୧୨: ପାକିସ୍ତାନରୁ ଦଳ ଦଳ ପଙ୍ଗପାଳ ଗୁଜରାଟର ବିଭିନ୍ନ ଜିଲାରେ ପ୍ରବେଶ କରିବା ଫଳରେ ଚାଷୀଙ୍କ ନିଦ ହଜାଇ ଦେଲେଣି। ଏମାନେ ବ୍ୟାପକ ଫସଲ...

ଡରାଇଲାଣି କରୋନା: ଗୋଟିଏ ଦିନରେ ସର୍ବାଧିକ ୧୬,୯୨୨ ସଂକ୍ରମିତ

ନୂଆଦିଲ୍ଲୀ,୨୫।୬: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ଯଦିଓ ଲକ୍‌ଡାଉନ ପରେ ଲୋକେ କରୋନା ଭାଇରସକୁ ସାମାନ୍ୟ ହାଲ୍‌କା ଭାବେ ଗ୍ରହଣ...

କଶ୍ମୀରରେ ପୋଲିସ ଅଫିସର ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା

ଶ୍ରୀନଗର, ୨୮।୬: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ପୋଲିସ ଅଫିସର (ଏସ୍‌ପିଓ) ଏବଂ ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ଆତଙ୍କବାଦୀମାନେ ନିର୍ମମ ଭାବେ ଗୁଳିକରି ହତ୍ୟା କରିଛନ୍ତି। ଜୈଶ-ଇ-ମହମ୍ମଦ(ଜେଇଏମ୍‌)ର...

ବାଲେଶ୍ୱର ବିଷ୍ଣୁପୁର ଗ୍ରାମର ୧୨ ପ୍ରବେଶ ପଥ ସିଲ୍‌

ବାହାନାଗା,୨୮।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଗ୍ରାମର ୧୨ଟି ପ୍ରବେଶ ପଥକୁ ମଙ୍ଗଳବାର ସିଲ୍‌ କରାଯାଇଛି। ବାହାନଗା ବ୍ଳକରେ ୧୬ନଂ କରୋନା ଆକ୍ରାନ୍ତ ଚିହ୍ନଟ...

Advertisement


Archives

Model This Week

Why Dharitri