ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ୧୭ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ଗତକାଲି ବୁଧବାର ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାକୁ ଭଞ୍ଜନଗର ବିଡିଓ ଭାରତୀ ଦେବୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରି ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ କହିଥିଲେ। ଏବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ ସଭାକୁ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ, ସହକାରୀ ମତ୍ସ୍ୟ ଅଧିକାରୀ, ବ୍ଲକ ଯୋଗାଣ ଅଧିକାରୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜ ନିଜ ବିଭାଗ ପକ୍ଷରୁ ଲୋକଙ୍କ ପାଇଁ ଥିବା ସୁିଧା ସୁଯୋଗ ସଂପର୍କରେ କହିଥିଲେ। ସେହିଭଳି ଗୁରୁବାର ବ୍ଲକ ସମ୍ମିଳନୀ କକ୍ଷରେ କୃଷକ ସମ୍ବାଦ କାର୍ଯ୍ୟକ୍ରମ ହୋଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri