Posted inଜାତୀୟ

ଭାଜପା ସରକାର ଗଠନ ମୁହାଁ: ମୋଦିଙ୍କୁ ନେଇ ମୁହଁ ଖୋଲିଲେ ଶିବରାଜ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳରେ ପ୍ରାରମ୍ଭିକ ଧାରାରେ ଭାଜପା ବହୁ ଆସନରେ ଆଗୁଆ ରହିଛି। ଏଥି ସହିତ କଂଗ୍ରେସର ଆସନ ସଂଖ୍ୟା ହ୍ରାସ ହେବାରେ ଲାଗିଛି। ଏଭଳି ପରିସ୍ଥିତିରେ ଭାରତୀୟ ଜନତା ପାର୍ଟିର ଏହି ଉତ୍କୃଷ୍ଟ ପ୍ରଦର୍ଶନ ଉପରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ପ୍ରଥମ ଆସିଛି।

ଶିବରାଜ କହିଛନ୍ତି ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶର ମନରେ ଅଛନ୍ତି ଏବଂ ମୋଦି ଜୀଙ୍କ ମନରେ ମଧ୍ୟପ୍ରଦେଶ ରହିଛି। ଏଠାରେ ଅନୁଷ୍ଠିତ ସଭାଗୁଡ଼ିକ ଏବଂ ସେ ଜନସାଧାରଣଙ୍କୁ ଦେଇଥିବା ଆବେଦନ ଲୋକଙ୍କ ହୃଦୟକୁ ସ୍ପର୍ଶ କରିଥିଲା ଏବଂ ଏହି କାରଣରୁ ଏହି ବିଜୟ ଧାରା ଆସିଛି। ଆମେ ବିଶ୍ୱସ କରୁଛୁ ଆମକୁ ସଂଖ୍ୟାଗରିଷ୍ଠତା ମିଳିବ। ଭାରତୀୟ ଜନତା ପାର୍ଟିର ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ଜେପି ନଡ୍ଡା, ଅଶ୍ୱିନୀ ବୈଷ୍ଣବ ଏବଂ ଭୁପେନ୍ଦ୍ର ଯାଦବଙ୍କୁ ଶିବରାଜ ଶ୍ରେୟ ଦେଇଛନ୍ତି।

ସିଏମ ଶିବରାଜ କହିଛନ୍ତି ମୁଁ ଏହା ପୂର୍ବରୁ ମଧ୍ୟ କହିଥିଲି ଭାଜପା ବିଧାନସଭା ନିର୍ବାଚନରେ ସହଜରେ ସଂଖ୍ୟାଗରିଷ୍ଠତା ପାଇବ। କେନ୍ଦ୍ର ତଥା ରାଜ୍ୟର ଡବଲ ଇଞ୍ଜିନ ସରକାର ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଯୋଜନା ରାଜ୍ୟରେ ଦଳକୁ ସାହାଯ୍ୟ କରିଛି। ଲାଡଲି ଲକ୍ଷ୍ମୀ ଭଳି ଯୋଜନା ଏବଂ ବିଭିନ୍ନ ଜନ କଲ୍ୟାଣ ଯୋଜନା ଯୋଗୁଁ ରାଜ୍ୟର ଭଉଣୀମାନଙ୍କର ଭାରତୀୟ ଜନତା ପାର୍ଟି ପ୍ରତି ବହୁତ ଭଲପାଇବା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?