Posted inଜାତୀୟ

ଭାଜପାର ପ୍ରାୟ ୧୦୦୦ ବିଧାୟକ-୩୦୦ ଏମ୍‌ପି: କ’ଣ କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି, ସମସ୍ତେ ଶୁଦ୍ଧ..

ପାଟନା,୨।୯: ଦେଶର ବିଭିନ୍ନ ସ୍ଥାନରେ ସକ୍ରିୟ ରହିଛି ସିବିଆଇ ଏବଂ ଇଡି। ସଂସ୍ଥା ପକ୍ଷରୁ ବ୍ୟବସାୟିକ ଅନୁଷ୍ଠାନ ସାଙ୍ଗକୁ ରାଜନେତାମାନଙ୍କ ଘରେ ଚଢ଼ାଉ କରାଯାଉଛି। ତେବେ ଏସବୁ ଏଜେନ୍ସିଂର ଅପବ୍ୟବହାର ଭାଜପା କରୁଛି ବୋଲି ବିରୋଧୀ ଅଭିଯୋଗ କରୁଛନ୍ତି। ଯଦି ଏପରି ନୁହେଁ ତେବେ କାହିଁକି ଭାଜପାର ଗୋଟିଏ ବି ଏମ୍‌ପି ଅଥବା ବିଧାୟକଙ୍କ ଉପରେ ଚଢ଼ାଉ କରାଯାଉନାହିଁ। ସମଗ୍ର ଦେଶରେ ଭାଜପାର ୧୦୦ ବିଧାୟକ ଏବଂ ୩୦୦ ଏମ୍‌ପି ରହିଛନ୍ତି। କ’ଣ କେହି ଦୁର୍ନୀତିଗ୍ରସ୍ତ ନୁହନ୍ତି, ସବୁ ଶୁଦ୍ଧ। ନା ସୁରକ୍ଷା ମିଳୁଛି ବୋଲି ଚଢ଼ାଉ କରାଯାଉ ନାହିଁ ବୋଲି ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କୋଚିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି କହିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି କହିଥିଲେ, ଦେଶରେ ଦୁର୍ନୀତିଗ୍ରସ୍ତ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାତୀୟ ରାଜନୀତିରେ ନୂଆ ପରିବର୍ତ୍ତନ ଆଣିଛି। ଏହାଛଡ଼ା କୌଣସି ରାଜନୈତିକ ଦଳର ନାମ ନ ନେଇ କିଛି ଏଭଳି ଗୋଷ୍ଠୀ ଏବେ ଏକାଠି ହେବା ଆରମ୍ଭ କରିଛନ୍ତି। ଲୋକଙ୍କୁ ଏହି ଗୋଷ୍ଠୀ ବିରୋଧରେ ସଜାଗ ରହିବାକୁ ସେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri