Posted inଜାତୀୟ

ଗୁଜରାଟରେ ନିର୍ବାଚନ ନ ଲଢ଼ିଲେ ମନ୍ତ୍ରୀଙ୍କୁ ଛାଡ଼ିଦେବାକୁ କହିଛି ଭାଜପା: କେଜ୍ରିଓ୍ବାଲଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୫।୧୧ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଭାଜପା ସରକାରଙ୍କ ପୁଣି ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଗୁଜରାଟ ର୍ନିବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ଭାଜପା ମୋତେ ପ୍ରସ୍ତାବ ଦେଇଛି। ମୋତେ କୁହାଯାଇଛି ଗୁଜରାଟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କର ନାହିଁ। ଏଭଳି ମନ୍ତ୍ରୀ ସତ୍ୟେନ୍ଦ୍ର ଜେନା ଏବଂ ମନୀଷ ସିସୋଡିଆକୁ ସୁରକ୍ଷା ପ୍ରଦାନ କରାଯିବ।

ସିସୋଡିଆଙ୍କୁ ପଚରାଉଚରା ବେଳେ ସିବିଆଇ ପ୍ରଶ୍ନ ସଂଖ୍ୟାକୁ କମାଇ ଅଫର ଦେଇଥିଲା ଯେ, କେଜ୍ରିୱାଲଙ୍କ ପକ୍ଷ ଛାଡି ଦିଅ। ଏପରି କଲେ ଆପଣଙ୍କୁ ମୁଖ୍ୟମନ୍ତ୍ରୀ କରାଯିବ।

ତେବେ ସିସୋଡିଆ ଏଏପି ଛାଡି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ହେବା ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ତେଣୁ ବର୍ତ୍ତମାନ ସେ ମୋ ସହ ଯୋଗାଯୋଗ କରିଛନ୍ତି। ସେମାନେ କହିଛନ୍ତି ଯେ ଯଦି ଆପଣ ଗୁଜରାଟକୁ ଛାଡି ଦିଅନ୍ତି ଏବଂ ସେଠାରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରନ୍ତି। ତେବେ ଆମେ ଉଭୟ ସତ୍ୟେନ୍ଦ୍ର ଜୈନ ଏବଂ ସିସୋଡିଆ ଛାଡିଦେବୁ। ସେମାନଙ୍କ ବିରୋଧରେ ଥିବା ସମସ୍ତ ଅଭିଯୋଗ ହଟାଇ ଦିଆଯିବ।

କିଏ ଏହି ପ୍ରସ୍ତାବ ଦେଇଛନ୍ତି ବୋଲି ପଚରାଯିବାରୁ କେଜ୍ରିୱାଲ କହିଛନ୍ତି, ମୁଁ କିପରି କାହାର ନାମ ନେଇ ପାରିବି। ଏହି ଅଫର ସେମାନଙ୍କ ମାଧ୍ୟମରେ ଆସିଛି। ଦେଖନ୍ତୁ ଯେ ଭାଜପା କେବେ ବି ସିଧାସଳଖ ଯୋଗାଯୋଗ କରି ନଥାଏ। ଭାଜପା ଜଣଙ୍କ ମାଧ୍ୟମରେ ଅନ୍ୟ ଜଣଙ୍କ ପାଖକୁ ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri