Posted inଜାତୀୟ

କେଜରିୱାଲଙ୍କୁ ହତ୍ୟା କରିପାରେ ଭାଜପା: ସିସୋଡିଆ

ନୂଆଦିଲ୍ଲୀ,୨୫ ।୧୧: ଦିଲ୍ଲୀର ଏମସିଡି ନିର୍ବାଚନ ମଧ୍ୟରେ ଆମ ଆଦମୀ (ଏଏପି) ଭାରୀତୟ ଜନତା ପାର୍ଟି(ଭାଜପା) ଉପରେ ବଡ ଅଭିଯୋଗ ଆଣିଛି । ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ କହିଛନ୍ତି, ଗୁଜରାଟ ଓ ଏମସିଡିରେ ଭାଜପା ହାରିବା ଅନୁଭବ କରୁଥିବାରୁ ଦଳ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ହତ୍ୟା କରିପାରେ । ସିସୋଡିଆ ଅଭିଯୋଗ କରିଛନ୍ତି କି ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ତଥା ଏମପି ମନୋଜ ତିୱାରୀ ଏମିତି ଧମକ ଦେଉଛନ୍ତି । ଆହୁରି ମଧ୍ୟ ଚେତାବନୀ ଦେଇଛନ୍ତି କି ମୁଖ୍ୟମନ୍ତ୍ରୀଙ୍କ ସହ ଯଦି କୌଣଓି ଅପ୍ରିତିକର ଘଟଣା ଘଟେ ତେବେ ଏଥିପାଁ ଭାଜପା ଦାୟୀ ରହିବ ।

ଏହା ପୂର୍ବରୁ ଭାଜପା ଏମପି ମନୋଜ ତିୱାରୀ ଟୁଇଟ କର କହିଥିଲେ କି ଅରବିନ୍ଦ କେଜରିୱାଲଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ । କାରଣ ଲଗାତାର ଭଷ୍ଟ୍ରାଚର, ଟିକେଟ ବିକ୍ରି ଓ ଜେଲରେ ଦୂରାଚାର ଓବନ୍ଧୁତା ମସାଜ ଭିଡିଓକୁ ନେଇ ଏଏପି କର୍ମୀ ଜନତାଙ୍କ କ୍ରୋଧରେ ରହିଛନ୍ତି । ତାଙ୍କ ବିଧାୟକଙ୍କୁ ମାଡ ବି ଦିଆଯାଇଛି । ତେଣୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କ ସହ ଏମିତି ହେବା କଥା ନୁହେଁ କାରଣ କୋର୍ଟ ଦଣ୍ଡ ଦିଅନ୍ତୁ ।
ଏହାକୁ ନେଇ ଗୁରୁବାର ରାତିରେ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଏକ ବୟାନ ଜାରି କରି କହିଛନ୍ତି ଗୁଜରାଟ ଓ ଦିଲ୍ଲୀ ଏମସିଡି ନିର୍ବାଚନରେ ଏଏପିକୁ ମିଳୁଥିବା ଜନ ସମର୍ଥନରେ ଭାଜପା ବିଚଳିତ ହୋଇ ପଡିଛି । ତେଣୁ ଭାଜପା ନେତା ବହୁ ଭୋଟରେ ବିଜୟୀ ହୋଇଥିବା ତଥା ଜନ ସମର୍ଥନ ମିଳିଥିବା ମୁଖ୍ୟମନ୍ତ୍ରୀ ତଥା ଦୁଇଟି ରାଜ୍ୟର ସରକାର ଚଳାଉଥିବା ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କୁ ହତ୍ୟା ଧମକ ଦେଉଛି । ଏଥିରୁ ସ୍ପଷ୍ଟ ହୋଇଛି କି ଭାଜପାର ଲୋକତନ୍ତ୍ର ଉପରେ ଭରସା ତୁଟି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri