Posted inଜାତୀୟ

କ୍ୟାପଟେନ୍‌ଙ୍କ ହାତରେ ବଲ ଧରାଇଲା ଭାଜପା…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ବିଦାୟୀ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଭାଜପା ପକ୍ଷରୁ କ୍ୟାପଟେନ୍‌ଙ୍କ ହାତରେ ବଲ୍‌ ଧରାଇ ଦିଆଯାଇଛି ବୋଲି ଚର୍ଚ୍ଚା ହେଉଛି। କ୍ୟାପଟେନ୍‌ଙ୍କୁ ୨ଟି ବିକଳ୍ପ ଦିଆଯାଇଛି। ପ୍ରଥମଟି ହେଉଛି ଯଦି ସେ ଚାହାନ୍ତି ତେବେ ଭାଜପାରେ ଯୋଗଦେଇ ପାରିବେ। ଏ ନିଷ୍ପତ୍ତି ଭାଜପା ସମ୍ପୂର୍ଣ୍ଣ ଭାବେ କ୍ୟାପଟେନ୍‌ଙ୍କୁ ଛାଡ଼ିଛି।

ଅପରପକ୍ଷରେ ଦ୍ୱିତୀୟ ବିକଳ୍ପ ଅନ୍ତର୍ଗତ ପଞ୍ଜାବରେ ଭାଜପା ଅଲଗା ରହି କ୍ୟାପଟେନ୍‌ଙ୍କୁ ସମର୍ଥନ କରିବ। ଏବେ ଚୂଡ଼ାନ୍ତ ନିଷ୍ପତ୍ତି ଭାଜପା ପକ୍ଷରୁ କ୍ୟାପଟେନ୍‌ଙ୍କ ଉପରେ ଛାଡ଼ି ଦିଆଯାଇଛି ବୋଲି ଆଲୋଚନା ହେଉଛି।

ଏପରି ମଧ୍ୟ ଚର୍ଚ୍ଚା ହେଉଛି ଯେ, କ୍ୟାପଟେନ୍‌ଙ୍କୁ ରାଜ୍ୟ ସଭା ଏମ୍‌ପି କରାଇ ପରେ କେନ୍ଦ୍ର କ୍ୟାବିନେଟ୍‌ରେ କୃଷିମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରି ଭାଜପା ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନରେ ପୂର୍ଣ୍ଣଛେଦ ପକାଇବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା କୃଷକଙ୍କ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ,୭ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରାୟ ୪୩ ଦିନ ହେବ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ ।...

ବେଡ୍‌ ପଡୁଛି ଖାଲି, ତୃତୀୟ ଲହରରେ ହସ୍ପିଟାଲ ଭର୍ତ୍ତିିଙ୍କ ସଂଖ୍ୟା କମ୍‌…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଜାରି ରହିଛି। ତେବେ ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ବିଭିନ୍ନ ହସ୍ପିଟାଲରେ ବେଡ୍‌...

ଟିକା ପରେ ଜୀବନ ହାରିଲେଣି ୧୦

ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ...

ଜଳପଥରେ ଜେଇଏମ୍‌ର ଆକ୍ରମଣ ଯୋଜନା

ପୁଣେ,୨୭ା୮(ପି.ଟି.): ସୀମାନ୍ତରେ କଡ଼ା ସୁରକ୍ଷା ବ୍ୟବସ୍ଥା ଯୋଗୁ ଅନୁପ୍ରବେଶ କରି ନ ପାରି ପାକିସ୍ତାନୀ ଆତଙ୍କବାଦୀମାନେ ଏବେ ବିକଳ୍ପ ସନ୍ଧାନରେ ଅଛନ୍ତି। ପାକ୍‌ ଆତଙ୍କବାଦୀ ସଂଗଠନ...

ଏମ୍ସ ଉପନିର୍ଦ୍ଦେଶକ ନେଲେ ଟିକା

ନୂଆଦିଲ୍ଲୀ, ୨୫।୧: କରୋନା ଟିକା ନେବାକୁ ନେଇ ଏବେ ଲୋକଙ୍କ ମନରେ ଉତ୍ସାହଠାରୁ ଅଧିକ ଆଶଙ୍କା ଓ ଭୟ ଦେଖାଦେଉଛି। ଏହାକୁ ପ୍ରତିହତ କରିବା ପାଇଁ...

ପହଲ୍‌ଗାମ୍‌ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍‌ କ୍ୟାମ୍ପ୍‌ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି।...

ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ,୧୧।୮: ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବୁଧବାର ସ୍ଥଗିତ ରଖାଯାଇଛି। ମୌସୁମୀ ଅଧିବେଶନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୃହର ସାଧାରଣ କାର୍ଯ୍ୟରେ ବ୍ୟାଘାତ...

ରାଜଧାନୀରେ ୪୦ ଦିନରେ ଚତୁର୍ଥ ଥର ଅନୁଭୂତ ହେଲା ଭୂକମ୍ପ

ନୂଆଦିଲ୍ଲୀ,୧୫।୫: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପୁଣିଥରେ ଭୂକମ୍ପ ଅନୁଭୂତ ହୋଇଛି। ଗତ ୪୦ ଦିନ ମଧ୍ୟରେ ଏହା ଚତୁର୍ଥଥର। ଶୁକ୍ରବାର ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା...

Advertisement


Archives

Model This Week