Posted inଜାତୀୟ

ରାହୁଲଙ୍କ ବୟାନକୁ ନେଇ ଭାଜପାର ପ୍ରତିକ୍ରିୟା- ନେହେରୁ ଚାଇନା ସେନାଙ୍କୁ ଦେଇଥିଲେ ଚାଉଳ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚାଇନାକୁ ନେଇ ଯେଉଁ ବୟାନ ଦେଇଥିଲେ ଏବେ ଏହା ଉପରେ ପ୍ରତିକ୍ରିୟା ରଖିଛି ଭାଜପା। ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସୁଧାଂଶୁ ତ୍ରିବେଦୀ କହିଛନ୍ତି, ରାହୁଲ ଗାନ୍ଧୀ ପ୍ରେମର ନୁହେଁ, ବରଂ ପ୍ରତାରଣାର ଦୋକାନ। ରାହୁଲ ଗାନ୍ଧୀ ପ୍ରତାରଣାର ବଜାରରେ ପ୍ରେମର ଦୋକାନ ଖୋଲିଛନ୍ତି।

ଭାଜପା ନେତା ତାଙ୍କ ଖବରଦାତା ସମ୍ମିଳନୀରେ ଆହୁରି କହିଛନ୍ତି ଯେ ରାହୁଲ ପୁଣିଥରେ ଚାଇନା ଉପରେ ଅଯଥା ବୟାନ ଦେଇଛନ୍ତି। ଭିତ୍ତିହୀନ ବୟାନ ଦେବାରେ ରାହୁଲ ପାରଦର୍ଶୀ। ସେମାନେ ଚାଇନାକୁ ଏତେ ଭଲ ପାଆନ୍ତି କାହିଁକି ବୋଳଇ ସେ ପ୍ରଶ୍ନ କରିବା ସହ ଚାଇନା ସହିତ ରାହୁଲଙ୍କ ସମ୍ପର୍କ କ’ଣ ବୋଲଇ ବି ସେ ପଚାରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ନେହେରୁ ଚାଇନାକୁ ସାହାଯ୍ୟ କରିଛନ୍ତି। ନେହେରୁ ଚାଇନା ସେନାକୁ ଚାଉଳ ଦେଇଥିଲେ।
ଆମେ ଚାଇନା ସହିତ କଂଗ୍ରେସ ସରକାରଙ୍କ ସମ୍ପର୍କ ଏବଂ ଆମ ସରକାରଙ୍କ ସମ୍ପର୍କକୁ ସ୍ପଷ୍ଟ କରିବାକୁ ଚାହୁଁଛୁ। ୨୦୨୦ରେ, ବେଜିଂ ସ୍ଥିତ ଥିଙ୍କ ଟ୍ୟାଙ୍କ କହିଛି ଯେ ଆମ ସରକାର ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଆସିବା ପରେ ଥିଆନମାନ ସ୍କୋୟାର ପରଠାରୁ ଚାଇନା ସବୁଠାରୁ ଖରାପ କୂଟନୈତିକ ବିଚ୍ଛିନ୍ନତା ଦେଇ ଗତି କରୁଛି। ଅର୍ଥାତ୍‌ ଥିଆନମାନ ସ୍କୋୟାର୍‌ ପୁଲୱାମା ଆକ୍ରମଣ ପରେ ଚାଇନା ସବୁଠାରୁ ଖରାପ କୂଟନୈତିକ ସମୟ ଦେଇ ଗତି କରିବା ସ୍ଥିତିରେ ଅଛି। ସେଠାକାର ଲୋକମାନେ ଏହା କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri