ଆସାମରେ ଭାଜପା-ପଶ୍ଚିମବଙ୍ଗରେ ତୃଣମୂଳ ମ୍ୟାଜିକ୍‌ ନମ୍ବର ମୁହାଁ…

କୋଲକାତା/ଗୁଆହାଟି, ୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୧୦୦ ଆସନରୁ ଖସି ୯୬ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ ୧ଟି ଆସନରେ ଅଗୁଆ ରହିଛି। ଅନ୍ୟ ଦଳ ୨ ଆସନରେ ଆଗୁଅ ରହିଛନ୍ତି। ରାଜ୍ୟର ୨୯୨ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୪୭ ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ରାଜ୍ୟରେ କ୍ଷମତା ଦଖଲ କରିବା ପ୍ରାୟ ନିଶ୍ଚିତ ହୋଇଛି। ସେହିପରି ଆସାମ ବିଧାନସଭା ନିର୍ବାଚନର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟ ୮୪ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ କଂଗ୍ରେସ ୪୦ ଆସନରେ ଆଗୁଆ ରହିଛି। ଅନ୍ୟ ଦଳ ୨ ଆସନରେ ଆଗୁଆ ଅଛନ୍ତି। ରାଜ୍ୟର ୧୨୬ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୬୪ ରହିଛି। ଆସାମରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ପୁଣି କ୍ଷମତାକୁ ଫେରିବା ନିଶ୍ଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri