କେନ୍ଦ୍ରାପଡ଼ାରେ ଏମ୍‌ପିରେ ଭାଜପା, ବିଧାନସଭାରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍‌ପି ଆସନରେ ଭାଜପା ଓ ବିଧାନସଭାରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ଅଛନ୍ତି। ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗଣତି ପରେ ବିଜେଡି ଲୋକ ସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ୯୧୩୩ ଖଣ୍ଡ ଭୋଟ୍‌ ପାଇଛନ୍ତି। ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ୧୦,୫୪୧ ଖଣ୍ଡ ଭୋଟ୍‌ ପାଇଛନ୍ତି। ଜିଲାର କେନ୍ଦ୍ରାପଡ଼ା ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ଗଣେଶ୍ୱର ବେହେରା ୩୮୯୪ଖଣ୍ଡ ଭୋଟ୍‌ ପାଇଛନ୍ତି। ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଗୀତାଞ୍ଜଳି ସେଠୀ ୨୦୨୭ ଖଣ୍ଡ ଭୋଟ୍‌ ପାଇଛନ୍ତି। ପାଟକୁରା ଆସନରେ ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ୫୮୫୪ ଖଣ୍ଡ ଭୋଟ୍‌ ପାଇଛନ୍ତି। ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପା ପ୍ରାର୍ଥୀ ତେଜେଶ୍ୱର ପରିଡ଼ା ୫୨୯୦ଖଣ୍ଡ ଭୋଟ୍‌ ପାଇଛନ୍ତି। ଆଳି ଆସନରେ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୨୫୧୮ଖଣ୍ଡ ଭୋଟ୍‌ ପାଇଛନ୍ତି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପଣ୍ଡା ୧୭୮୪ ଖଣ୍ଡ ଭୋଟ୍‌ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri