ଭାଜପାରେ ହଲଚଲ: ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା

ନୂଆପଡ଼ା,୨୯ା୧୦(ପୀତାମ୍ବର ସାହୁ)ଭାଜପାର ପୂର୍ବତନ ରାଜ୍ୟ ସଭାପତି ତଥା ନୂଆପଡ଼ାର ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା ମଙ୍ଗଳବାର ବିଜେଡିରେ ଯୋଗଦେଇଛନ୍ତି। ହରିଶ୍ଚନ୍ଦ୍ର ସାରେ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଦିବ୍ୟଶଙ୍କର ମିଶ୍ର ତାଙ୍କୁ ସ୍ବାଗତ କରିଥିଲେ। ହରିଶ୍ଚନ୍ଦ୍ର ନୂଆପଡ଼ାରେ ଜଣେ ସୁସଂଗଠକ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri