Posted inଜାତୀୟ

ଭାଜପା ମୁସଲମାନ ବିରୋଧୀ: ଓଓ୍ବାଇସି

ନୂଆଦିଲ୍ଲୀ,୨୭।୧୧: ହିଂସା ଅପରାଧୀଙ୍କୁ ୨୦୦୨ରେ ଭାଜପା ଶିକ୍ଷା ଦେଇଥିଲା ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କ ମନ୍ତବ୍ୟକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ନିନ୍ଦା କରିଛନ୍ତି। ଶାହା କ୍ଷମତା ନିଶାରେ ଚୂର୍‌ ହୋଇଯାଇଥିବା ଓଓ୍ବାଇସି କହିଛନ୍ତି। ଖେଡ଼ା ଜିଲାର ମହୁଧାରେ ଶାହା କହିଥିଲେ, ପୂର୍ବରୁ କଂଗ୍ରେସ ଶାସନରେ ଦଙ୍ଗା ହେଉଥିଲା। ୨୦୦୨ରେ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ଶେଷ ଥର ପାଇଁ କେତେଜଣ ଅସାମାଜିକ ତତ୍ତ୍ୱ ଦଙ୍ଗା ଉଦ୍ୟମ କରିଥିଲେ। ଗୁଜରାଟରେ ସେମାନଙ୍କୁ ଶିକ୍ଷା ଦିଆଯାଇଥିଲା। ସେହିବର୍ଷ ଗୋଧ୍ରା ରେଳଷ୍ଟେଶନରେ ସାବରମତି ଏକ୍ସପ୍ରେସ୍‌ରେ ନିଆଁ ଲଗାଇଦିଆଯିବାରୁ ୫୮ ଜଣଙ୍କ ମୃତ୍ୟୁ ଘଟିଥିଲା। ଭାଜପା ସରକାରର କାର୍ଯ୍ୟାନୁଷ୍ଠାନ ଯୋଗୁ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା ହୋଇପାରିଛି। ଜୁହାପୁରାରେ ଓଓ୍ବାଇସି କହିଛନ୍ତି, ନରୋଦା ପଟିୟା, ଗୁଲବର୍ଗା, ବକେରୀ ନା ବିଲ୍‌କିସ୍‌ ବାନୋ- କେଉଁଥିରୁ ଶିକ୍ଷା ମିଳିଛି। କ୍ଷମତା କାହା ହାତରେ ସବୁଦିନ ରହେନାହିଁ। କ୍ଷମତା ନିଶାରେ ଶାହା ଅସଲ କଥାକୁ ଭୁଲିଯାଇଛନ୍ତି। ୨୦୦୨ରେ ଭାଜପା ଦେଶର ମର୍ଯ୍ୟାଦା ହାନି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri