ଭାଜପାର ବଢୁଛି ଶକ୍ତି: ଦଳରେ ମିଶିଲେ ଶତାଧିକ ଯୁବତୀଯୁବକ

ନୂଆପଡ଼ା,୧୧ା୧୦ (ମକାରୁ ବେମାଲ):ନୂଆପଡ଼ା ଜିଲା ଭାଜପା କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିଲେ ଶତାଧିକ ଯୁବତୀଯୁବକ ଦଳରେ ସାମିଲ ହୋଇଥିଲେ। ଜିଲା ସଭାପତି କମଲେଶ ଦୀକ୍ଷିତଙ୍କ ଅଧ୍ୟକ୍ଷତାରେ ଆୟୋଜିତ ମିଶ୍ରଣ ପର୍ବରେ ସୁଶାନ୍ତ କୁମାର ପତି, ପ୍ରକାଶ କଲାର, ତୁଳସ ପଟେଲଙ୍କ ଉପସ୍ଥିତିରେ ନୂଆପଡା ନିର୍ବାଚନ ମଣ୍ଡଳୀର ଯୁବତୀଯୁବକ ଦଳରେ ଯୋଗ ଦେଇଛନ୍ତି। ବିକ୍ରମ ଆଡବଙ୍ଗ, ଡମରୁ ମହାନନ୍ଦ, ଟୁଲୁ ନିଆଲ, ମୁରଲୀ ସୁନା, ଘାସି ସତନାମୀ, ମେଘନାଥ ସେଠୀ, ଜଗଦୀଶ ଦାସ ଓ ତରୁଣ ଦାସଙ୍କ ନେତୃତ୍ୱରେ କର୍ମୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନରେ ଅନୁପ୍ରାଣିତ ହୋଇ ଭାଜପାରେ ସାମିଲ ହୋଇଥିବା ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ଏହି ଦଳରେ ସାମିଲ ହେବେ ହାର୍ଦ୍ଦିକ ପାଣ୍ଡ୍ୟା! ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ IPL ୨୦୨୬ ପ୍ଲେଅଫ ଦୌଡ଼ରୁ ପ୍ରାୟ ବାହାର ହୋଇଗଲାଣି। ଯଦିଓ ବାକି ଚାରୋଟି ମ୍ୟାଚ ଜିତିଲେ ବି ସେମାନେ କେବଳ ୧୪ ପଏଣ୍ଟ…

ମମତାଙ୍କ ପରାଜୟ ନୁହେଁ ଶୁଭେନ୍ଦୁଙ୍କ ବିଜୟ ଖୁସିରେ ଗଦ୍‌ଗଦ୍‌ ବାଂଲାଦେଶ, ଖେଳିଲା ନୂଆ ଚାଲ୍‌!

କୋଲକାତା,୬।୫: ବାଂଲାଦେଶର BNP ଦଳର ନେତା ଏବଂ ସୂଚନା ସଚିବ ଅଜିଜୁଲ ବାରୀ ହେଲାଲ ବଙ୍ଗଳାର ନିର୍ୱାଚନ ଫଳାଫଳରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି,…

କୁମ୍ଭୀର ପେଟରେ ନିଖୋଜ ବ୍ୟବସାୟୀ! ପୁରା ଘଟଣା ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ପ୍ରାୟ ପ୍ରତିଦିନ ସାରା ବିଶ୍ୱରେ ଏପରି ଘଟଣା ରିପୋର୍ଟ ହୁଏ, ଯାହା ମେରୁଦଣ୍ଡକୁ ଥରହର କରିଦିଏ। ଦକ୍ଷିଣ ଆଫ୍ରିକାରୁ ଏକ ସାମ୍ପ୍ରତିକ ଘଟଣା ଲୋକଙ୍କୁ ସ୍ତବ୍ଧ କରିଦେଇଛି।…

ବଙ୍ଗଳା ନିର୍ବାଚନର ସବୁଠାରୁ ଭାଗ୍ୟବାନ ପ୍ରାର୍ଥୀ: SIRରେ କଟିଯାଇଥିଲା ନାଁ, ଏବେ ହେଲେ ବିଧାୟକ

କୋଲକାତା,୬।୫: ଚଳିତ ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନେକ ରେକର୍ଡ ସୃଷ୍ଟି କରିଛି। ପ୍ରଥମ ଥର ପାଇଁ, ଭାଜପା ରାଜ୍ୟରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ମମତା…

କେନ୍ଦୁଝର ଜିଲା କାର୍ଯ୍ୟକାରୀ ସଭାପତି ହେଲେ ପ୍ରମୋଦ ପଟ୍ଟନାୟକ: ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ

କେନ୍ଦୁଝର,୬।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜେଡିର କାର୍ଯ୍ୟକାରୀ ସଭାପତି ଭାବେ ବରିଷ୍ଠ ବିଜେଡି ନେତା ପ୍ରମୋଦ ପଟ୍ଟନାୟକଙ୍କ ନାମ ଘୋଷଣା ହୋଇଛି। ବିଜେଡି ସୁପ୍ରିମୋ ନବୀନ…

ଯଦି ମମତା ବାନାର୍ଜୀ ଇସ୍ତଫା ନ ଦିଅନ୍ତି, ତେବେ ପୋଲିସ ପଠାଇ… ଆଇନଗତ ରାସ୍ତା କହିଲେ ସୁପ୍ରିମକୋର୍ଟର ଓକିଲ

ନୂଆଦିଲ୍ଲୀ,୬।୫: ବିଧାନସଭା ନିର୍ବାଚନରେ ପରାଜୟ ସତ୍ତ୍ୱେ, ମମତା ବାନାର୍ଜୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି, ଯାହା ରାଜ୍ୟରେ ଏକ ସାମ୍ବିଧାନିକ ସଙ୍କଟ ସୃଷ୍ଟି…

ବିରଳ ସାମୁଦ୍ରିକ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ: ସମୁଦ୍ର ମୁହାଁ ହଜାର ହଜାର ଛୁଆ କଇଁଛ

ଗଞ୍ଜାମ,୬।୫:(ବିଦ୍ୟାଧର ସାହୁ ): ସାମୁଦ୍ରିକ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପରିଚିତ ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣ ବେଳାଭୂମିରୁ ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ବିସ୍ତୃତ ବାଲୁକା…

ମନ୍ଦିର ପାଇଁ ମଞ୍ଜୁର ଟଙ୍କାରେ ଘର ତିଆରି ଅଭିଯୋଗ: ବିଧାୟକ ପାଣ୍ଠିର ଦୁରୁପଯୋଗ 

ଗୁଣପୁର,୬।୫(ସଂକେତ ପାତ୍ର): ରାୟଗଡ଼ା  ଜିଲା ଗୁଣପୁର ବ୍ଲକ ଅଧୀନ ମେରିଙ୍ଗି ଗ୍ରାମରେ ଅବସ୍ଥିତ ମାତାରବନମ୍‌ ମନ୍ଦିର ଉନ୍ନତି ପାଇଁ ମଞ୍ଜୁରି ହୋଇଥିବା ବିଧାୟକ ପାଣ୍ଠିର ଦୁରୁପଯୋଗ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri