Posted inଜାତୀୟ

ସ୍ବପନ ଦାସଗୁପ୍ତାଙ୍କୁ ନେଇ ହରଡ଼ଘଣାରେ ଭାଜପା

କୋଲକାତା,୧୬।୩: ପଶ୍ଚିମବଙ୍ଗରେ ରାଜ୍ୟ ସଭା ଏମ୍‌ପି ସ୍ବପନ ଦାସଗୁପ୍ତାଙ୍କ ପ୍ରାର୍ଥୀତ୍ୱ ନେଇ ଭାଜପା ହରଡ଼ଘଣାରେ ପଡିଛି। ତୃଣମୂଳ କଂଗ୍ରେସ ପକ୍ଷରୁ ଏହାର କଡ଼ା ବିରୋଧ କରାଯାଉଛି। ତୃଣମୂଳ ଏମ୍‌ପି ମହୁଆ ମୋଇତ୍ର ସ୍ବପନଙ୍କୁ ଅଯୋଗ୍ୟ ଘୋଷିତ କରିବା ଲାଗି ଦାବି କରିଛନ୍ତି। ମହୁଆ କହିଛନ୍ତି ଯେ, ସମ୍ବିଧାନର ଅନୁଚ୍ଛେଦ ୧୦ର ଧାରା ୧୦୨-୨ ଏବଂ ୧୯୧-୨ର ଅଯୋଗ୍ୟତା ନିୟମ ୩ ଅନୁସାରେ ମନୋନୀତ ରାଜ୍ୟ ସଭା ସଦସ୍ୟ ଶପଥ ଗ୍ରହଣ କରିବାର ୬ ମାସ ପରେ ଅନ୍ୟ କୌଣସି ରାଜନୈତିକ ଦଳରେ ଯୋଗଦେଲେ ତାଙ୍କୁ ଅଯୋଗ୍ୟ ଘୋଷିତ କରାଯିବ। ଏହି ଧାରା ସ୍ବପନଙ୍କ କ୍ଷେତ୍ରରେ ମଧ୍ୟ ଲାଗୁହେବା ଆବଶ୍ୟକ ବୋଲି ମହୁଆ ଦାବି କରିଛନ୍ତି। ସ୍ବପନ ତାରକେଶ୍ୱର ବିଧାନସଭା ଆସନରୁ ଲଢ଼ିବା ପାଇଁ ଭାଜପାରୁ ଟିକଟ ପାଇଛନ୍ତି। ମାତ୍ର ଏହାକୁ ନେଇ ଏବେ ଭାଜପାର ସମସ୍ୟା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri