ଭୁବନେଶ୍ୱର,୪।୬: ଚାଲିଛି ମତଗଣନା। ତେବେ କଣ୍ଟାଭାଞ୍ଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ଅଛନ୍ତି। ତେବେ ଓଡ଼ିଶା ବିଧାନସଭାରେ ଭାଜପା ୬୦ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୫ ଆସନରେ ଆଗୁଆ ଅଛି। ସେହିପରି କଂଗ୍ରେସ ୯ଟି ଆସନରେ ଆଗୁଆ ଅଛି।
ଭୁବନେଶ୍ୱର,୪।୬: ଚାଲିଛି ମତଗଣନା। ତେବେ କଣ୍ଟାଭାଞ୍ଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ଅଛନ୍ତି। ତେବେ ଓଡ଼ିଶା ବିଧାନସଭାରେ ଭାଜପା ୬୦ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୫ ଆସନରେ ଆଗୁଆ ଅଛି। ସେହିପରି କଂଗ୍ରେସ ୯ଟି ଆସନରେ ଆଗୁଆ ଅଛି।
ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...
ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...
କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...
ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...
