ଭୁବନେଶ୍ୱର,୪।୬: ଚାଲିଛି ମତଗଣନା। ତେବେ କଣ୍ଟାଭାଞ୍ଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ଅଛନ୍ତି। ତେବେ ଓଡ଼ିଶା ବିଧାନସଭାରେ ଭାଜପା ୬୦ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୫ ଆସନରେ ଆଗୁଆ ଅଛି। ସେହିପରି କଂଗ୍ରେସ ୯ଟି ଆସନରେ ଆଗୁଆ ଅଛି।
ଭୁବନେଶ୍ୱର,୪।୬: ଚାଲିଛି ମତଗଣନା। ତେବେ କଣ୍ଟାଭାଞ୍ଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗୁଆ ଅଛନ୍ତି। ତେବେ ଓଡ଼ିଶା ବିଧାନସଭାରେ ଭାଜପା ୬୦ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୫ ଆସନରେ ଆଗୁଆ ଅଛି। ସେହିପରି କଂଗ୍ରେସ ୯ଟି ଆସନରେ ଆଗୁଆ ଅଛି।
ଭୁବନେଶ୍ୱର,୧୪।୧୧(ସୁନିତ୍ ମିଶ୍ର):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଶିକ୍ଷାନୁଷ୍ଠାନ, ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣ ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନରେ କାର୍ଯ୍ୟରତ…
ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୧୪ ତାରିଖରେ ଅଣ୍ଡର-୧୯ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଏହି ମହାମୁକାବିଲାରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଗ୍ରୁପ ପର୍ଯ୍ୟାୟରେ…
ନୂଆଦିଲ୍ଲୀ,୧୪।୧୧: ଭାରତୀୟ କ୍ରିକେଟର ସଞ୍ଜୁ ସାମସନଙ୍କ ଚାରିଟେବଲ ଫାଉଣ୍ଡେସନର ସହାୟତାରେ ଶେଷରେ କେରଳର ଏକ ପରିବାରକୁ ୧୦ ବର୍ଷ ପରେ ନିଜ ଘରର ଚାବି ମିଳିଛି। ପ୍ରାୟ…
ଭୁବନେଶ୍ୱର, ୧୪ା୧୧ (ବନ୍ଦନା ସେଠୀ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ…
ଭୁବନେଶ୍ୱର, ୧୩।୧୧(ସୁନିତ୍ ମିଶ୍ର): କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବଲାଙ୍ଗୀର ଜିଲାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଚୌହ୍ବାନଙ୍କ ଉପସ୍ଥିତିରେ…
ଭୁବନେଶ୍ୱର, ୧୩ା୧୧ (ବନ୍ଦନା ସେଠୀ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ…
ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ନଭେମ୍ବର ୧୩ ତାରିଖ ଅତ୍ୟନ୍ତ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଦିନିକିଆ ସିରିଜରେ ୨-୦ରେ ଆଗୁଆ…
ଭୁବନେଶ୍ୱର, ୧୩।୧୧: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ (ମାଟ୍ରିକ୍) ବୋର୍ଡ ପରୀକ୍ଷା ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।…