ଅତାବିରାରେ ଭାଜପା ଆଗୁଆ

ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ୧୩ହଜାର ୫୧୯ ଖଣ୍ତ ଭୋଟ୍‌ ପଡ଼ିଛି। କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ଙ୍କୁ ୧୭୫୩ ଖଣ୍ଡ ଭୋଟ୍‌ ମିଳିଛି।

Share
Tags: BJDbjp