Posted inଜାତୀୟ

ଗୁଜରାଟରେ ଭାଜପା ଆଗୁଆ

ଅହମଦାବାଦ,୧୦।୧୧: ଗୁଜରାଟ ଉପ ନିର୍ବାଚନରେ ଭାଜପା ଆଗୁଆ ରହିଛି ରାଜ୍ୟର ୮ଟି ବିଧାନସଭା ଆସନ ମଧ୍ୟରୁ ୭ଟିରେ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ଅପର ପକ୍ଷରେ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ରହିଛି। ରାଜ୍ୟରେ ଶାସକ ଭାଜପା ଭଲ ସ୍ଥିତିରେ ରହିଥିବା କୁହାଯାଉଛି। ଏଠାରେ ଉପନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମ୍ୟାଜିକ୍‌ କାମ କରିଛି। ଅପରପକ୍ଷରେ ରାହୁଲ ଗାନ୍ଧୀ ଭୋଟରଙ୍କୁ ଆକର୍ଷିତ କରିବାକୁ ସକ୍ଷମ ହୋଇ ପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଜମ୍ମୁ କ୍ୟାମ୍ପରେ ଶରଣ ନେଲେ କଶ୍ମୀରୀ ପଣ୍ଡିତ, କର୍ମଚାରୀ

ଜମ୍ମୁ,୩ ।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟି ଯାଇଛି । ୧୨ ଘଣ୍ଟା ମଧ୍ୟରେ ଆତଙ୍କବାଦୀମାନେ ୨ ମୁଣ୍ଡ ଗଡାଇଲେଣି...

ଇତିହାସ ରଚିବ ଭାଜପା ନେତାଙ୍କ ଝିଅ ବିବାହ ଖର୍ଚ୍ଚ

ବେଙ୍ଗାଲୁରୁ,୧।୩: କର୍ନାଟକ ଭାରତୀୟ ଜନତାପାର୍ଟି(ଭାଜପା)ର ସଙ୍କଟମୋଚକ ଭାବେ ପରିଚିତ ଦଳିତ ନେତା ତଥା କର୍ନାଟକ ସରକାରରେ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ବି.ଶ୍ରୀରାମୁଲୁ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।...

ଚତୁର୍ଥ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...

କୋଭିଡ୍‌ ସେଣ୍ଟରରେ ନାବାଳିକାଙ୍କୁ ବଳାତ୍କାର, ୨ ଗିରଫ

ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ଏକ କୋଭିିଡ୍‌ ସେଣ୍ଟରରେ ୧୪ ବର୍ଷର ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ...

ଅନୁପ୍ରବେଶକାରୀଙ୍କୁ ଭୋଟର ତାଲିକାରେ ସାମିଲ କରୁଛନ୍ତି ଓଓ୍ବାସି-କେସିଆର୍‌: ସ୍ମୃତି ଇରାନୀ

ହାଇଦ୍ରାବାଦ୍‌,୨୫।୧୧: ଭାଜପା ସଦସ୍ୟ ସ୍ମୃତି ଇରାନୀ ତେଲଙ୍ଗାନାର ଗ୍ରେଟର ହାଇଦ୍ରାବାଦ୍‌ରେ ଡିସେମ୍ବର ୧ରେ ହେବାକୁଥିବା ନଗରନିଗମ ନିର୍ବାଚନ ପାଇଁ ପ୍ରଚାର କରିବାକୁ ପହଞ୍ଚିଛନ୍ତି। ସେ ଅସଦୁଦ୍ଦିନ୍‌...

୨୭ ଶହ ଜମ୍ମୁ-କଶ୍ମୀର ଯୁବକ ସେନା ଓ ପୋଲିସରେ ଯୋଗ ଦେବେ

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀରର ସ୍ଥିତି ସ୍ବାଭାବିକ ହେବା ସହିତ ଏଠାରେ ଆତଙ୍କବାଦ ବିରୋଧୀ କାର୍ଯ୍ୟକ୍ରମ ଜାରି ରହିଛି। ଏହା ଅନ୍ତର୍ଗତ ସ୍ଥାନୀୟ ଯୁବକଙ୍କୁ ସେନା ଓ ପୋଲିସରେ...

ହିଂସାକୁ ନେଇ ମୁହଁ ଖୋଲିଲେ ଜାମିଆ କୁଳପତି: ବିନା ଅନୁମତିରେ ବିଶ୍ୱବିଦ୍ୟାଳୟରେ ପଶିଥିଲା ପୋଲିସ, ଦିଆଯିବ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ଜାମିଆ ମିଲିଆ ଇସ୍‌ଲାମିଆରେ ରବିବାର ହୋଇଥିବା ହିଂସା ଓ କ୍ୟାମ୍ପସ୍‌ରେ ପୋଲିସ ପ୍ରବେଶ ନେଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର...

ଦୁଇ ବଳାତ୍କାରୀଙ୍କୁ ନିସ୍ତୁକ ମାଡ଼ମାରି ଜାଳିଦେଲେ

ରାଞ୍ଚି,୧୦।୬: : ଝାଡ଼ଖଣ୍ଡର ଗୁମ୍‌ଲା ଜିଲାରେ ଦୁଇ ବଳାତ୍କାରୀଙ୍କୁ ଗ୍ରାମବାସୀ ନିସ୍ତୁକ ମାଡ଼ମାରି ନିଆଁ ଲଗାଇ ଦେଇଥିବା ଘଟଣା ସାମ୍ନାକୁ ଆସିଛି। ଫଳରେ ନିଆଁରେ ପୋଡ଼ି...

Advertisement
Archives

Model This Week