ଖଲ୍ଲିକୋଟ, କବିସୂର୍ଯ୍ୟନଗରରେ ଭାଜପା ଆଗୁଆ

ପୁରୁଷୋତ୍ତମପୁର,୪ା୬(ସିମାଞ୍ଚଳ ମିଶ୍ର): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍‌ ଗଣତି ଚାଲିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଷଷ୍ଠ ରାଉଣ୍ଡ ସୁଦ୍ଧା ଭାଜପା ୭୩୮୩ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ୨୪ହଜାର ୯୫୯ ଖଣ୍ଡ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ସୂର୍ଯ୍ୟମଣି ବୈଦ୍ୟଙ୍କ ସପକ୍ଷରେ ୧୭ହଜାର ୫୭୬ ଖଣ୍ତ ଭୋଟ୍‌ ପଡ଼ିଛି। କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କୁ ୧୭୬୦ଖଣ୍ଡ ଭୋଟ୍‌ ମିଳିଛି। ସେହିପରି କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ସୁଦ୍ଧା ଭାଜପା ୫୬୬୧ ଭୋଟ୍‌ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ପ୍ରତାପଚନ୍ଦ୍ର ନାୟକଙ୍କୁ ୧୨ ହଜାର ୭୧୭ ଭୋଟ୍‌ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଲତିକା ପ୍ରଧାନଙ୍କ ସପକ୍ଷରେ ୭ଜାର ୬୫ ଖଣ୍ତ ଭୋଟ୍‌ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri