Posted inଜାତୀୟ

ଭାଜପା ସୋସିଆଲ ମିଡ଼ିଆରେ ମିଥ୍ୟା କାରଖାନା ଚଳାଉଛି…

ନୂଆଦିଲ୍ଲୀ, ୧୨।୯ : ଭାରତ ଯୋଡ ଯାତ୍ରା ସମ୍ପର୍କରେ ଭାଜପାର ଅଭିଯୋଗ ଉପରେ କଂଗ୍ରେସ ପକ୍ଷରୁ କଡ଼ା ଜବାବ ଦିଆଯାଇଛି। କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ଭାଜପା ଉଦ୍ଦେଶ୍ୟରେ କହିଛନ୍ତି ଯେ. ଆମେ ଟି-ଶର୍ଟ ଏବଂ ଅନ୍ତର୍ବସ୍ତ୍ର ବିଷୟରେ କଥାବାର୍ତ୍ତା କରୁନାହୁଁ।

ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରି ରମେଶ କହିଛନ୍ତି ଯେ ଯଦି ସେମାନେ କଣ୍ଟେନର, ଜୋତା ଏବଂ ଟି-ଶର୍ଟ ପ୍ରସଙ୍ଗ ଉଠାଉଛନ୍ତି। ତେବେ ମୁଁ କହିବାକୁ ଚାହେଁ ଯେ ଏହା ଭାଜପାର ଭୟକୁ ଦର୍ଶାଉଛି। ସେମାନେ ଭୟଭୀତ ହୋଇ ଏଭଳି କହୁଛନ୍ତି। ସେ କହିଛନ୍ତି, ସୋସିଆଲ ମିଡିଆରେ ଭାଜପା ମିଥ୍ୟା କାରଖାନା ଚଳାଉଛି। ତେଣୁ ଭାଜପା ନେତାଙ୍କ ମିଥ୍ୟା ଏବଂ ଭିତ୍ତିହୀନ ବିବୃତ୍ତି ବାହାରକୁ ଆସୁଛି। ଏହା ସ୍ପଷ୍ଟ ହୋଇଛି ଯେ ଭାଜପା ଚିନ୍ତାରେ ଅଛି। ଏହା ଦର୍ଶାଉଛି ଯେ ଭାରତ ଯୋଡ ଯାତ୍ରାକୁ ଜନସାଧାରଣଙ୍କ ସମର୍ଥନ ମିଳୁଛି।

ଜୟରାମ ରମେଶ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି ମନ କି ବାତ ଭାରତ ଯୋଡ ଯାତ୍ରାରେ ହୁଏ ନାହିଁ। ଭାରତ ଯୋଡ ଯାତ୍ରାରେ ଜନସାଧାରଣଙ୍କ ପାଇଁ ଚିନ୍ତା କରାଯାଇଥାଏ। ମୁଁ କେବେ ଭାବି ନଥିଲି ଯେ ଏହା ଲୋକଙ୍କ ପାଇଁ ଚିନ୍ତା ସହିତ ଭାଜପା ପାଇଁ ଚିନ୍ତା ହେବ। ପାଞ୍ଚ ଦିନ ମଧ୍ୟରେ ତାମିଲନାଡୁ ଏବଂ କେରଳରେ ଆମ ସଂଗଠନରେ ଉତ୍ସାହ ଦେଖାଦେଇଛି। ପ୍ରତ୍ୟେକ ଦଳର କର୍ମୀଙ୍କ ମନୋବଳ ବୃଦ୍ଧି ପାଇଛି, ଏହା ମଧ୍ୟ ଭାରତ ଯୋଡ଼ର ଅନ୍ୟତମ ଉଦ୍ଦେଶ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri