Posted inଜାତୀୟ

ଭାଜପା ଭୟଭୀତ ହୋଇଛି: ସଞ୍ଜୟ ରାଉତ…

ମୁମ୍ବାଇ,୧୧।୬ : ଶିବସେନା (ୟୁବିଟି) ରାଜ୍ୟସଭା ସଦସ୍ୟ ସଞ୍ଜୟ ରାଉତ ରବିବାର ଦାବି କରିଛନ୍ତି ଭାରତୀୟ ଜନତା ପାର୍ଟି (ଭାଜପା) ତାଙ୍କ ଦଳର ମୁଖ୍ୟ ଉଦ୍ଧବ ଠାକରେଙ୍କୁ ଭୟ କରୁଛି, ଯାହା ଏକ ଭଲ କଥା। ସଞ୍ଜୟ ରାଉତ କହିଛନ୍ତି ଉଦ୍ଧବଙ୍କୁ ପଚରାଯାଇଥିବା ପ୍ରଶ୍ନ ଉପରେ ଭାଜପା ଆତ୍ମଚିନ୍ତନ କରିବା ଉଚିତ। ସେ ଦାବି କରିଛନ୍ତି ଭାଜପା ଏବେ ନିଜ ଜାଲରେ ପଡ଼ିଛି।

ଏକ ସୋସିଆଲ ମିଡିଆ ପୋଷ୍ଟରେ ସଞ୍ଜୟ ଏଭଳି କହିଛନ୍ତି। ଭାଜପା ଶିବସେନାକୁ ବିଭାଜିତ କରିଥିଲା। ଦେଶଦ୍ରୋହୀଙ୍କୁ ଶିବସେନାର ନାମ ଏବଂ ନିର୍ବାଚନୀ ଚିହ୍ନ ଦେଇଛନ୍ତି। ଉଦ୍ଧବ ଠାକରେ ଏବଂ ପ୍ରକୃତ ଶିବସେନା ପ୍ରତି ଏବେ ବି ଭାଜପା ମନରେ ଭୟ ରହିଛି, ଏହା ଯାଇନାହିଁ ।

ଅମିତ ଶାହା ୨୦ ମିନିଟର ଭାଷଣ ଦେଇଥିଲେ। ସେଥିମଧ୍ୟରୁ ସେ ଉଦ୍ଧବଙ୍କ ଉପରେ ସାତ ମିନିଟ କହିଥିଲେ। ତାଙ୍କ ଭାଷଣ ହାସ୍ୟାସ୍ପଦ ଥିଲା। ମୁଁ ଭାବୁଛି ନାନ୍ଦେଡରେ ତାଙ୍କର ରାଲିଭାଜପାର ଜନସମ୍ପର୍କ ଅଭିଯାନର ଏକ ଅଂଶ ଅବା ଉଦ୍ଧବଙ୍କୁ ସମାଲୋଚନା କରିବାର ପ୍ରୟାସ।
ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ନାନ୍ଦେଡ ରାଲିର ଗୋଟିଏ ଦିନ ପରେ ସଞ୍ଜୟ ଏହି ବିବୃତ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri