Posted inଜାତୀୟ

ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ…

କୋହିମା,୨।୩: ବିଧାନସଭା ନିର୍ବାଚନର ଭୋଟ ଗଣତିରେ ନାଗାଲାଣ୍ଡରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭା ହୋଇଛି। ଏଠାରେ ଭାଜପା ୪୮ ଆସନରେ ଆଗୁଆ ଥିବା ବେଳେ ଏନପିଏଫ ୬, କଂଗ୍ରେସ ୧ ଏବଂ ଅନ୍ୟଦଳ ୫ ଆସନରେ ଆଗୁଆ ରହିଛନ୍ତି। ଭାଜପା ସହଜରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୩୧ ହାତେଇ ନେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଜିକ୍‌ ନମ୍ବର ୧୨୨, କିଏ ହାତେଇବ କ୍ଷମତା …

ପାଟନା, ୯।୮ : ବର୍ତ୍ତମାନ ବିହାର ବିଧାନସଭାରେ ମୋଟ ଆସନ ସଂଖ୍ୟା ୨୪୩ ରହିଛି। ରାଜ୍ୟରେ ନୂଆ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୨୨...

ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସିକୁ ଦୃଢ଼ ସମର୍ଥନ: ରାଷ୍ଟ୍ରପତିଙ୍କୁ ୧୫୪ ବିଶିଷ୍ଟ ବ୍ୟକ୍ତିଙ୍କ ପତ୍ର

ନୂଆଦିଲ୍ଲୀ,୧୮ା୨ (ପି.ଟି.): କେନ୍ଦ୍ର ସରକାରଙ୍କ ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସିକୁ ଅନେକ ସ୍ଥାନରେ ବିରୋଧ କରାଯାଇ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ୧୫୪ ବିଶିଷ୍ଟ ନାଗରିକ...

ସିଦ୍ଧୁ ମୁସେୱାଲା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ଚଣ୍ଡିଗଡ,୩୦।୮: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା ହତ୍ୟା ମାମଲାରେ ପଞ୍ଜାବ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬...

ଅମରିନ୍ଦରଙ୍କ ସହ ମେଣ୍ଟ ଉପରେ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୪।୧୨: ପଞ୍ଜାବ ବିଧାନସଭା ନିର୍ବାଚନରେ ମେଣ୍ଟ ଗଠନ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଏବଂ ଶିରୋମଣି ଅକାଳୀ ଦଳର ପୂର୍ବତନ ନେତା ଶୁଖଦେବ ସିଂ...

କଂଗ୍ରେସରେ ପୁଣି ‘ଲେଟର ବମ୍‌’ ବିସ୍ଫୋରଣ: ପରିବାର ମୋହରୁ ଦୂରେଇ ରହିବାକୁ ସୋନିଆଙ୍କୁ ପରାମର୍ଶ

ଲକ୍ଷ୍ନୌ, ୬।୯: କଂଗ୍ରେସରେ ଆଭ୍ୟନ୍ତରୀଣ ଅସନ୍ତୋଷ ଏବେ ଧୀରେଧୀରେ ପଦାରେ ପଡ଼ିବାକୁ ଆରମ୍ଭ କରିଛି। କିଛିଦିନ ତଳେ ୨୩ ଜଣ ସଦସ୍ୟ ଦଳରେ ନେତୃତ୍ୱ ସଙ୍କଟ...

ମେଜର ଅନୁପ ମିଶ୍ରାଙ୍କୁ ସମ୍ମାନିତ କଲେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ ବାୟୁ ସେନାର ମେଜର ଅନୁପ ମିଶ୍ରାଙ୍କୁ ଆର୍ମି ଡିଜାଇନ୍‌ ବ୍ୟୁରୋ ଏକ୍ସିଲେନ୍ସ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ସୋମବାର ସେନା ମୁଖ୍ୟ ବିପିନ ରାଓ୍ବତ...

ବି.ଭି. ଶ୍ରୀନିବାସ ଯୁବ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୩ା୧୨: ବର୍ଷାଧିକ କାଳ ଖାଲିପଡ଼ିଥିବା ଯୁବ କଂଗ୍ରେସ ଅଧ୍ୟକ୍ଷ ପଦ ବୁଧବାର ପୂରଣ ହୋଇଛି। କେଶବ ଚାନ୍ଦ ଯାଦବଙ୍କ ଇସ୍ତଫା ପରଠାରୁ ଏହି ପଦ ଖାଲିପଡ଼ିଥିଲା।...

Advertisement
Archives

Model This Week