Posted inଜାତୀୟ

‘ଟେକ୍‌ ଫଗ୍‌’ ଗୁପ୍ତ ଆପ୍‌ ବ୍ୟବହାର କରୁଛି ଭାଜପା’

ନୂଆଦିଲ୍ଲୀ,୮ା୧: ଭାଜପା ଆଇଟି ସେଲ୍‌ ଟେଣ୍ଡ୍‌ସରେ ଜାଲିଆତି କରି କେତେକ ଅଚଳ ହ୍ବାଟ୍ସଆପ୍‌ ଆକାଉଣ୍ଟ ଜରିଆରେ ମେସେଜ ପଠାଉଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇବା ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ଡେରେକ୍‌ ଓ’ବ୍ରାଏନ୍‌ ଏହା ଉପରେ ପ୍ରଶ୍ନ ଉଠାଇଛନ୍ତି। ସ୍ବରାଷ୍ଟ୍ର ବ୍ୟାପାର ସଂସଦୀୟ ସ୍ଥାୟୀ କମିଟି ଏହାର ତଦନ୍ତ କରୁ ବୋଲି ସେ ପ୍ୟାନେଲ ଅଧ୍ୟକ୍ଷ ଆନନ୍ଦ ଶର୍ମାଙ୍କ ନିକଟକୁ ପତ୍ର ଲେଖିଛନ୍ତି।

ରାଜ୍ୟ ସଭାରେ ଟିଏମ୍‌ସି ନେତା ଓ’ବ୍ରାଏନ୍‌ ସ୍ବରାଷ୍ଟ୍ର ବ୍ୟାପାର ପାର୍ଲାମେଣ୍ଟାରି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ଆନନ୍ଦ ଶର୍ମାଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି, ‘ଟେକ୍‌ ଫଗ୍‌’ ନାମରେ ଏକ ଗୁପ୍ତ ଆପ୍‌କୁ ଭାଜପା ଆଇଟି ସେଲ୍‌ ବ୍ୟବହାର କରୁଥିବା ସାମ୍ନାକୁ ଆସିଛି। ଏହି ଆପ୍ଲିକେଶନ ଏନ୍‌କ୍ରିପ୍ଟେଡ୍‌ ମେସେଜିଂ ପ୍ଳାଟ୍‌ଫର୍ମଗୁଡ଼ିକ ଭିତରକୁ ପ୍ରବେଶ କରି ସାମାଜିକ ଗଣମାଧ୍ୟମରେ ହେଉଥିବା କଥୋପକଥନର ତଥ୍ୟ ହାସଲ କରିବାରେ ସକ୍ଷମ। ଏହା ଜାତୀୟ ସୁରକ୍ଷା ଓ ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି କରିବା ସହ ନାଗରିକଙ୍କ ପ୍ରିଭେସି ନିରାପତ୍ତାକୁ ଗମ୍ଭୀର ଭାବେ ପ୍ରଭାବିତ କରିପାରେ। ତେଣୁ ତୁରନ୍ତ ଏହାର ତଦନ୍ତ ଜରୁରୀ ବୋଲି ଷ୍ଟାଣ୍ଡି କମିଟି ସଦସ୍ୟ ଥିବା ଓ’ବ୍ରାଏନ୍‌ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ପୂର୍ବରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ନୂଆଦିଲ୍ଲୀ,୨୯।୧: ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଭାରତର ଉଜ୍ଜ୍ୱଳ ଭବିଷ୍ୟତ ଲାଗି ଚଳିତ ଦଶନ୍ଧି ଗୁରୁତ୍ୱପୂର୍ଣ୍ଣ ବୋଲି...

ପିତାଙ୍କ ଜୟନ୍ତୀ ଅବସରରେ ଭାବୁକ ପୋଷ୍ଟ ଲେଖିଲେ ରାହୁଲ

ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୬ତମ ଜୟନ୍ତୀ ପାଳିତ ହୋଇଛି। ଗୁରୁବାର ଦିଲ୍ଲୀର ବୀର ଭୂମିରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବାପା ରାଜୀବ ଗାନ୍ଧୀଙ୍କ...

ସବୁ ଭାରତୀୟଙ୍କର କଶ୍ମୀର ଉପରେ ଅଧିକାର ରହିଛି: କମାଲ ଆର ଖାନ

ଶ୍ରୀନଗର,୫।୮: ବର୍ତ୍ତମାନ ଜମ୍ମୁ କଶ୍ମୀରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଲାଗିରହିଛି। ଗୋଟିଏ ପଟେ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଓ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀ ରଖାଯାଇଥିବା...

ଭାରତୀୟ ନୌସେନାକୁ ମିଳିବ ଯୁଦ୍ଧ ଜାହାଜ ‘ବିନ୍ଧ୍ୟଗିରୀ’ ବଢିବ ଶକ୍ତି

ନୂଆଦିଲ୍ଲୀ,୧୭।୮: ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଗୁରୁବାର କୋଲାକାତାରେ ଯୁଦ୍ଧ ଜାହାଜ ‘ବିନ୍ଧ୍ୟଗିରୀ’ କୁ ଲଞ୍ଚ କରିବେ। ଭାରତର ପ୍ରୋଜେକ୍ଟ ୧୭ଏର ଷଷ୍ଠ ଜାହାଜ ହେଉଛି ବିନ୍ଧ୍ୟଗିରି,...

‘ନିଆଁ ସହ ଖେଳ ନାହିଁ’: ଶାହଙ୍କୁ ମମତାଙ୍କ ଜବାବ

କୋଲକାତା,୬ ।୫: ପଶ୍ଚିମବଙ୍ଗରେ ଶାସକ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଥା କଟାକଟି ଲାଗି ରହିଛି । ଗୁରୁବାର ସ୍ୱରଷ୍ଟ୍ରମନ୍ତ୍ରୀ...

ରାମଚରିତମାନସ ପାଠ ଦୁନିଆର ସବୁଠାରୁ ଲମ୍ବା ଗୀତ: ଜଗଦୀଶ ପିଲ୍ଲାଇ କଲେ ବିଶ୍ୱ ରେକର୍ଡ…

ବାରାଣସୀ,୨୫।୫ : ଗୋଟିଏ ପଟେ ରାମଚରିତମାନସଙ୍କ ସମ୍ପର୍କରେ ରାଜନୈତିକ କରିଡରରେ ବିବାଦ ଲାଗି ରହିଥିବା ବେଳେ ଅନ୍ୟପଟେ ଧାର୍ମିକ କାଶୀ ସହରରେ ରହୁଥିବା କେରଳର ଜଗଦୀଶ...

ଗଙ୍ଗାରେ ବୁଡିଲା ଡଙ୍ଗା

ବାରାଣସୀ,୨୩।୫: ଉତ୍ତର ପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଗଙ୍ଗା ନଦୀର ପ୍ରଭୁ ଘାଟରେ ସୋମବାର ଏକ ଡଙ୍ଗା ବୁଡିଯାଇଛି। ଏଥିରେ ୬ ଜଣ...

ହାଇକୋର୍ଟରେ ଓକିଲ-ପୋଲିସ ସଂଘର୍ଷ ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦିଲ୍ଲୀର ତିସ୍‌ ହଜାରୀ ଜେଲ୍‌ ପରିସରରେ ଶନିବାର ଘଟିଥିବା ଓକିଲ-ପୋଲିସ ସଂଘର୍ଷ ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ରବିବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।...

Advertisement
Archives

Model This Week