Posted inଜାତୀୟ

ଭାଜପା ନେତାଙ୍କ ଜନଆଶୀର୍ବାଦ ରାଲିରେ କରୋନା ନିୟମକୁ ଭୁଲିଗଲେ ଲୋକେ: ଦାଖଲ ହେଲା ୧୯ ଏଫ୍‌ଆଇଆର୍‌

ମୁମ୍ବାଇ,୨୦ ।୮: କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ମୁମ୍ବାଇରେ କରିଥିବା ଜନଆଶୀର୍ବାଦ ରାଲିରେ କରୋନା ନିୟମକୁ ଭୁଲିଯାଇଛନ୍ତି । ଏହାପରେ ପୋଲିସ ପକ୍ଷରୁ ଏହି ରାଲିକୁ ନେଇ ୧୯ଟି ଏଫ୍‌ଆଇଆର୍ ଦାଖଲ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ନାରାୟଣ ରାଣେ ଗୁରୁବାର ମୁମ୍ବାଇରେ ଜନଆଶୀର୍ବାଦ ରାଲି ବାହାର କରିଥିଲେ । ଯାହା ସହରର ଭିନ୍ନ ଭିନ୍ନ ଅଞ୍ଚଳ ବୁଲିଥିଲା । ପୋଲିସର ସୂଚନା ମୁତାବକ ଏହି ରାଲି ସମୟରେ କରୋନା ନିୟମକୁ ଅଣଦେଖା କରାଯାଇଥିଲା । ପୋଲିସ କହିଛି ମୁମ୍ବାଇରେ ଏବେ କରୋନା ସଂକ୍ରମଣ ସାମାନ୍ୟ କମ୍ ରହିଛି । ଆଉ ଏହି ସମୟରେ ନିୟମ ନ ମାନିଲେ ପୁଣି ସଂକ୍ରମଣ ବୃଦ୍ଧି ପାଇବ । ସରକାରଙ୍କ ‘ବ୍ରେକ୍ ଦ ଚେନ୍‌’ ନିୟମ ଅନୁଯାୟୀ ଲୋକଙ୍କୁ କରୋନାର ସମସ୍ତ ନିୟମ ପାଳନ କରିବା ବାଧ୍ୟତାମୂଳକ କରାଯାଇଛି । ହେଲେ ଗୁରୁବାରର ଜନଆଶୀର୍ବାଦ ରାଲି ଏ ସମସ୍ତ ନିୟମକୁ ଭୁଲି ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?