Posted inଜାତୀୟ

ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡରେ ଶେଷ ହେବ ସସପେନ୍ସ, ଶନିବାର ହେବ ଘୋଷଣା ମୁଖ୍ୟମନ୍ତ୍ରୀଙ୍କ ନାଁ!

ନୂଆଦିଲ୍ଲୀ,୮।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ପର୍ଯ୍ୟବେକ୍ଷକଙ୍କ ନାମ ଭାଜପା ଘୋଷଣା କରିଛି। ଏହି ପର୍ଯ୍ୟବେକ୍ଷକମାନେ ପ୍ରତ୍ୟେକ ରାଜ୍ୟରେ ବିଧାୟକଙ୍କ ସହ କଥାବାର୍ତ୍ତା କରିବେ ଏବଂ ମୁଖ୍ୟମନ୍ତ୍ରୀ ଚେହେରା ନାମ ଘୋଷଣା କରିବେ। ଭାଜପା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରାଜସ୍ଥାନର ପର୍ଯ୍ୟବେକ୍ଷକ କରାଯାଇଛି। ସେହିପରି ବିନୋଦ ତାୱଡେ ଏବଂ ସରୋଜ ପାଣ୍ଡେଙ୍କୁ ତାଙ୍କ ସହକାରୀ ସର୍ବେକ୍ଷଣକାରୀ ଭାବରେ ପଠାଯାଇଛି।

ଏହି ପର୍ଯ୍ୟବେକ୍ଷକମାନେ ଶନିବାର ସମସ୍ତ ତିନୋଟି ରାଜ୍ୟରେ ବିଧାୟକ ଦଳ ବୈଠକକୁ ଯାଉଛନ୍ତି। ସୂଚନାନୁସାରେ, ପର୍ଯ୍ୟବେକ୍ଷକମାନେ ସକାଳେ ତିନୋଟି ରାଜ୍ୟକୁ ଯିବେ ଏବଂ ବିଧାୟକଙ୍କ ସହ ଆଲୋଚନା କରିବା ପରେ ଶନିବାର ସା ସୁଦ୍ଧା ସିଏମ ପଦବୀ ପାଇଁ ନାମ ଘୋଷଣା କରିଦେବେ। ମଧ୍ୟପ୍ରଦେଶକୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, କେ ଲକ୍ଷ୍ମଣ ଏବଂ ଆଶା ଲାକ୍ରାଙ୍କୁ ପର୍ଯ୍ୟବେକ୍ଷକ ଭାବରେ ପଠାଯାଇଛି।

ଛତିଶଗଡର ମୁଖ୍ୟମନ୍ତ୍ରୀ ଚେହେରା ବାଛିବା ଦାୟିତ୍ୱ ଭାଜପା କେନ୍ଦ୍ର ମନ୍ତ୍ରୀ ସରବାନନ୍ଦ ସୋନେୱାଲଙ୍କୁ ଦେଇଛନ୍ତି। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏବଂ ଭାଜପା ନେତା ଦୁଷ୍ୟନ୍ତ କୁମାର ଗୌତମଙ୍କୁ ମଧ୍ୟ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri