Posted inଜାତୀୟ

ହରିୟାଣାରେ ହାରିଗଲେ ଅଜୟ ମାକେନ

ଚଣ୍ଡିଗଡ଼,୧୧ ।୬: ଦେଶର ୪ ରାଜ୍ୟରେ ୧୬ ରାଜ୍ୟ ସଭା ଆସନ ପାଇଁ ହୋଇଥିବା ଭୋଟ ଗ୍ରହଣର ଫଳାଫଳ ସାମ୍ନାକୁ ଆସିଛି । କର୍ନାଟକ ଓ ରାଜସ୍ଥାନ ପରେ ଏବେ ହରିୟାଣାର ଫଳାଫଳ ସାମ୍ନାକୁ ଆସିଛି । ଶୁକ୍ରବାର ବିଳମ୍ବିତ ରାତିରେ ଆସିଥିବା ଏହି ଫଳଫଳ ଅନୁଯାୟୀ, ହରିୟାଣାର ଗୋଟିଏ ଆସନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଅନ୍ୟ ଗୋଟିଏ ଆସନରେ ନିର୍ଦ୍ଦଳୀୟ ପ୍ରାର୍ଥୀ କାର୍ତ୍ତିକେୟ ଶର୍ମା ବିଜୟୀ ହାଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ, ହରିୟାଣାରେ ଭାଜପାର କୃଷ୍ଣ ଲାଲ ପାୱାର ଓ ନିର୍ଦ୍ଦଳୀୟ ପ୍ରାର୍ଥୀ କାର୍ତ୍ତିକେୟ ଶର୍ମା ରାଜ୍ୟ ସଭା ପାଇଁ ମନୋନିତ ହୋଇଛନ୍ତି । ତେବେ ଅଧିକାରୀଙ୍କ ସୂଚନା ଅନୁଯାୟୀ କଂଗ୍ରେସ ନେତା ଅଜୟ ମାକେନ ହାରି ଯାଇଛନ୍ତି । ତେବେ ମାର୍ଜିନ ଭୋଟରେ ମାକେନ ହାରିଯାଇଥିବା କହିଛନ୍ତି କଂଗ୍ରେସ ବିଧାୟକ ଭାରତ ଭୂଷଣ ବତ୍ରା ।
ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତାହାସହ ଏହା ଗଣତନ୍ତ୍ରର ବିଜୟ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri