ଶଙ୍ଖ ଧରିଲେ କରମଚାନ୍ଦ ମହାନ୍ତି

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ସୋନପୁର ଜିଲା ଭାଜପା କୃଷକ ମୋର୍ଚ୍ଚାର ପୂର୍ବତନ ସଭାପତି କରମଚାନ୍ଦ ମହାନ୍ତି ସୋମବାର ବିଜେଡିରେ ଯୋଗ ଦେଇଛନ୍ତି । ଦଳୀୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକଶ ଦାସଙ୍କ ଉପସ୍ଥିତିରେ କରମଚାନ୍ଦ ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜୁ ଜନତା ଦଳରେ ମିଶିଥିବା କହିଛନ୍ତି । ଭାଜପାରେ ତାଙ୍କୁ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଛନ୍ତି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri