Posted inଜାତୀୟ

ଭାଜପା ନବନିର୍ବାଚିତ ରାଜ୍ୟସଭା ଏମ୍‌ପି ଗୁରୁତର

ବେଙ୍ଗାଲୁରୁ,୧୭।୯- ନବର୍ନିବାଚିତ ରାଜ୍ୟସଭା ଏମ୍‌ପି ତଥା କର୍ନାଟକ ଭାଜପା ନେତା ଅଶୋକ ଗାସ୍ତିଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ମହାମାରୀ କରୋନାରେ ଅଶୋକ ଆକ୍ରାନ୍ତ ହେବା ପରେ ତାଙ୍କୁ ସେପ୍ଟେମ୍ବର ୨ରେ ରାଜଧାନୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଥିଲେ। ଏବେ ତାଙ୍କ ସ୍ବାସ୍ଥ୍ୟଅବସ୍ଥା ଗୁରୁତର ରହିଥିବା ଗୁରୁବାର ହସ୍ପିଟାଲ ପକ୍ଷରୁ କୁହାଯାଇଛି। ସେହିଭଳି କରୋନା ଆକ୍ରାନ୍ତ ଅଶୋକଙ୍କ ସ୍ବାସ୍ଥ୍ୟ ଅବସ୍ଥା ଜଟିଳ ଥିବା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏକ ବିବୃତ୍ତିରେ କହିଛନ୍ତି। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଅଶୋକଙ୍କ ବିୟୋଗ ଘଟିଥିବା ନେଇ ଗୁରୁବାର ଅପରାହ୍ନରେ ଖବର ପ୍ରକାଶ ପାଇବା ପରେ ଉପରାଷ୍ଟ୍ରପତି ଏହି ବିବୃତ୍ତି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଗଠନ ହେବ ୭ ନୂଆ ଜିଲା

କୋଲକାତା,୧।୮: ପଶ୍ଚିମବଙ୍ଗରେ ୭ନୂତନ ଜିଲା ଗଠନ ହେବାକୁ ଯାଉଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଜିଲା ସଂଖ୍ୟା ୩୦ରେ...

କାର୍ଯ୍ୟକାରୀ ସିଭିସି ଭାବେ ପ୍ରବୀଣ ଶ୍ରୀବାସ୍ତବ ନିଯୁକ୍ତ

ନୂଆଦିଲ୍ଲୀ,୨୮ା୧୨: ଭିଜିଲାନ୍ସ କମିଶନର ପ୍ରବୀଣ କୁମାର ଶ୍ରୀବାସ୍ତବଙ୍କୁ ବୁଧବାର କାର୍ଯ୍ୟକାରୀ କେନ୍ଦ୍ରୀୟ ଭିଜିଲାନ୍ସ କମିଶନର (ସିଭିସି) ଭାବେ ନିଯୁକ୍ତ କରାଯାଇଛି। ଦୁର୍ନୀତି ନିରୋଧୀ ଜଗୁଆଳି ସଂସ୍ଥାର...

ସରକାରୀ ଅଧିକାରୀଙ୍କୁ ତାଲିବାନୀଙ୍କ ସହ ତୁଳନା କଲେ କୃଷକ ନେତା

ଚଣ୍ଡିଗଡ଼,୨୯।୮: କୃଷକଙ୍କ ମୁଣ୍ଡକୁ ମାରି ପଠାଇଦେବା ପାଇଁ ପୋଲିସକର୍ମୀଙ୍କୁ ଜଣେ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଆମକୁ ଖଲିସ୍ତାନୀ କହୁଛନ୍ତି। ଯଦି ତୁମେ ଆମକୁ ଖଲିସ୍ତାନୀ...

ଅଡୁଆରେ ଅମରିନ୍ଦର

ଚଣ୍ଡିଗଡ଼,୨୩ ।୯: ପଞ୍ଜାବ କଂଗ୍ରେସର କଳହ ଏବେ ଦାଣ୍ଡରେ ପଡି ହାଟରେ ଗଡୁଛି । ନିକଟରେ ଦଳ ମଧ୍ୟରେ ଥିବା ଏହି କଳହ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା କମିଲା…

ନୂଆଦିଲ୍ଲୀ, ୩୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

କୋଭିଡର ଦୁଇଟି ଭାରିଆଣ୍ଟରେ ସଂକ୍ରମିତ ହେଲେ ମହିଳା ଡାକ୍ତର

ଡିସପୁର,୨୧।୭: ଆସାମର ଜଣେ ମହିଳା ଡାକ୍ତର ଏକାସାଙ୍ଗରେ ୨ଟି ଭିନ୍ନ କରୋନା ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଯାହା ଦେଶର ପ୍ରଥମ ମାମଲା। ଏନେଇ ଡିବ୍ରୁଗଡ଼...

ଜେଟ୍‌ଲୀ ହେବେନି ମନ୍ତ୍ରୀ: ମୋଦିଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଶପଥ ଗ୍ରହଣ ଉତ୍ସବର ଗୋଟିଏ ଦିନ ପୂର୍ବରୁ ଅରୁଣ ଜେଟ୍‌ଲୀ ମୋଦି କ୍ୟାବିନେଟ୍‌ରେ ରହିବାକୁ...

ଏଣିକି ବିମାନରେ ସମସ୍ତ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭।୮: ଦେଶରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) କଠୋର ହୋଇଛି। ଯାତ୍ରା ସମୟରେ ସମସ୍ତ ଯାତ୍ରୀ ସଠିକ ଭାବରେ...

Advertisement
Archives

Model This Week