ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପିତାତଳି ଗ୍ରାମର ରାଙ୍ଗା ରାଓ। ଫେରାର୍‌ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ପୋଲିସ କହିଛି।

ସୂଚନା ଯୋଗ୍ୟ, ପିତାତଳି ଗ୍ରାମର ପୂର୍ବତନ ଚିକିଟି ବ୍ଲକ ଅଧ୍ୟକ୍ଷ ନରସିଙ୍ଗଲୁ ମୂର୍ତ୍ତି ଓ ୧୭ ନଂ ବିଜେଡି ଜିଲା ପରିଷଦ ସଭ୍ୟଙ୍କ ସ୍ବାମୀ ରାଙ୍ଗା ରାଓଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ଥିଲା। ଗୁରୁବାର ରାତିରେ ଗ୍ରାମରେ କୌଣସି କାରଣରୁ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ବୋମାମାଡ ହୋଇଥିଲା। ଏ ନେଇ ପୋଲିସ ଶନିବାର କେ.ନରସିଙ୍ଗଲୁଙ୍କ ସେମତ ୧୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଶନିବାର ରାତିରେ ଘରେ ରାଙ୍ଗା ରାଓ ଥିବା ବେଳେ ପୋଲିସ ତାଙ୍କୁ ଥାନାକୁ ଆଣି ପଚରାଉଚୁରା ପରେ ଗିରଫ କରିଥିଲା। ୨ ଟି ମାମଲାରେ ଗିରଫ ସଂଖ୍ୟା ୧୫ରେ ପହଞ୍ଚିଛି। ଗ୍ରାମରେ ପରିସ୍ଥିତି ଶାନ୍ତ ରହିଛି ବିଶୃଙ୍ଖଳା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର

ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri