Posted inଜାତୀୟ

ଡ୍ରଗ୍ସ ସହ ଭାଜପା ନେତ୍ରୀ ଗିରଫ

କୋଲକାତା, ୨୧ା୨ ଯୁବ ଭାଜପା ନେତ୍ରୀ ପାମେଲା ଗୋସ୍ବାମୀ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ପଶ୍ଚିମବଙ୍ଗ ସାଉଥ୍‌ କୋଲକାତାର ନୂଆ ଆଲିପୋର ଅଞ୍ଚଳରୁ ଶୁକ୍ରବାର ଗିରଫ କରାଯାଇଛି। ତାଙ୍କ ନିକଟରୁ ପ୍ରାୟ ୧୦ ଲକ୍ଷ ଟଙ୍କାର ଶହେ ଗ୍ରାମର କୋକେନ ଜବତ କରାଯାଇଥିବା ପୋଲିସ ଶନିବାର କହିଛି। ଭାଜପା ଯୁବ ମୋର୍ଚ୍ଚାର ସାଧାରଣ ସମ୍ପାଦକ ଓ ସୁରକ୍ଷାକର୍ମୀ ପ୍ରବୀର କୁମାର ଦେ ଏକ କାର୍‌ରେ ଯାଉଥିବାବେଳେ ପୋଲିସ ଉଭୟଙ୍କୁ ଅଟକାଇଥିଲା। ପାମେଲାଙ୍କ ପର୍ସରୁ କୋକେନ ମିଳିଥିଲା ବୋଲି ପୋଲିସ ସୂଚନା ଦେଇଛି। ଭାଜପାର ଜଣେ ମହିଳା ସଦସ୍ୟ ଡଗ୍ସ କାରବାରରେ ଲିପ୍ତ ହେବା ଲଜ୍ଜାଜନକ କଥା ବୋଲି ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ କହିଛନ୍ତି। ତେବେ ଟିଏମ୍‌ସି ପକ୍ଷରୁ ଏହା ଭାଜପା ବିରୋଧୀ ଷଡ଼ଯନ୍ତ୍ର ବୋଲି ଭାଜପା ଏମ୍‌ପି ଲକେଟ ଚାଟାର୍ଜୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଦ୍‌ରେ ଅଟଳ ବିଦ୍ରୋହୀ ବିଧାୟକ: କହିଲେ, ଆସ୍ଥା ଭୋଟରେ ଗୃହକୁ ଯିବାର ପ୍ରଶ୍ନ ଉଠୁନି

ମୁମ୍ବାଇ, ୧୭।୭: ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ବାବଦରେ ବାଚସ୍ପତି ଶେଷ ନିଷ୍ପତ୍ତି ନେବେ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହାସହ ଇସ୍ତଫା ଦେଇଥିବା ୧୫ଜଣ ବିଧାୟକମାନଙ୍କୁ...

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା...

ହନୁମାନ ଜୟନ୍ତୀ ଆୟୋଜନକାରୀଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧୯।୪: ଜାହାଙ୍ଗିରପୁରୀ ସାମ୍ପ୍ରଦାୟିକ ସଂଘର୍ଷ ଘଟଣାର ଦୁଇଦିନ ପରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଆୟୋଜନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି। ଆୟୋଜନକାରୀ ଅନୁମତି...

ମିଶନ ବଙ୍ଗାଲ ପାଇଁ ପାଗ ଭିଡିଛନ୍ତି ଶାହା

ନୂଆଦିଲ୍ଲୀ,୧୧ ।୨: ପଶ୍ଚିମବଙ୍ଗ ନିର୍ବାଚନ ଜିତିବା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲାଗାଇବାରେ ବ୍ୟସ୍ତ । ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭିଏତ୍‌ନାମ ଯିବେ ରାଜନାଥ: ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ୍‌କୁ କରିବେ ହସ୍ତାନ୍ତର

ନୂଆଦିଲ୍ଲୀ,୫।୬: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଜୁନ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନିଆ ଭିଏତ୍‌ନାମ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଭିଏତ୍‌ନାମ...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି...

କଂଗେସକୁ ପୁଣି ଝଟ୍‌କା

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶ କଂଗ୍ରେସକୁ ପୁଣି ଏକ ଝଟ୍‌କା ଲାଗିଛି। ରବିବାର ଦଳର ଆଉ ଜଣେ ବିଧାୟକ ଦିଲ୍ଲୀରେ ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତରପ୍ରଦେଶ ଜିଏାର ପୁରୋଲା...

ପୁଣି ବିହାର ନିର୍ବାଚନରେ ବାଧକ ସାଜିଲା କରୋନା ଭାଇରସ

ପାଟନା,୨୪ ।୧୦: ବିହାର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନ୍‌ଡିଏର ଜଣେ ପରେ ଜଣେ ଷ୍ଟାର ପ୍ରଚାରକ କରୋନା ସଂକ୍ରମଣ ହେବା ଚିନ୍ତା ବଢାଇ ଦେଇଛି...

Advertisement
Archives

Model This Week