ହାଇକୋର୍ଟ ଗଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୨୧।୬: ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ଭାଜପା ନେତା ଦିଲ୍ଲୀପ ରାୟ।
ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି।

ସୂଚନାଥାଉ କି, ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି। ନାମାଙ୍କନ ପତ୍ରରେ ଶାରଦା ଭୁଲ ଓ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଥିବା ସେ ଅଭିଯୋଗ କରିଛନ୍ତି। ଅପରାଧିକ ପୃଷ୍ଠଭୂମି, ସମ୍ପତ୍ତିର ଭୁଲ ଓ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ କରି ସେ ଶାରଦାଙ୍କ ନାଁରେ ପିଟିଶନ ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଦିବସରେ ଆଖି ଭିଜେଇ ଦେବ ଏହି କାହାଣୀ! ବାପାଙ୍କୁ ନିଜ କିଡନୀ ଦାନ କରି ଜୀବନ ବଞ୍ଚାଇଲେ, ବ୍ଲଡ ଗ୍ରୁପ ଅଲଗା…

ନୂଆଦିଲ୍ଲୀ,୨୦।୬: ଜୁନ୍ ୨୧ତାରିଖରେ ପିତାଙ୍କ ପିତୃ ଦିବସ ପୂର୍ବରୁ ୧୮ ବର୍ଷୀୟ ଅଲି ରଜା ତାଙ୍କ ପିତା ଆବିଦ ରଜାଙ୍କୁ ତାଙ୍କର କିଡନୀ ଦାନ କରି ଏକ…

ଆମେରିକା-ଇରାନ ଚୁକ୍ତିକୁ ନେଇ ପୁଣି ଲଜ୍ଜିତ ହେଲା ପାକିସ୍ତାନ, ଜେଡି ଭାନ୍ସ କହିଲେ…

ଓ୍ବାଶିଂଟନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମାକୁ ନେଇ ପାକିସ୍ତାନ ପୁଣିଥରେ ଚର୍ଚ୍ଚାରେ ଅଛି, କିନ୍ତୁ ଏଥର କାରଣ ପ୍ରଶଂସା ନୁହେଁ ବରଂ ସମାଲୋଚନା। ଆମେରିକାର…

ପ୍ରଧାନମନ୍ତ୍ରୀ ମୋ’ ଗାଁକୁ ଆସିଥିବାରୁ କୃତଜ୍ଞ: ରାଷ୍ଟ୍ରପତି

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ରାଷ୍ଟ୍ରପତି ନିଜ ଶାଶୁଘର ଗାଁ ମୟୂରଭଞ୍ଜ ଜିଲାର ପାହାଡ଼ପୁର ଅଛନ୍ତି। ଏଠାରେ ଆଜି ଆସି ମଧ୍ୟ ପହଞ୍ଚିଛନ୍ତି…

ବଦଳିଲେ ଦିଲ୍ଲୀ କ୍ୟାପିଟାଲ୍ସର ମାଲିକ, ପନ୍ତଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାକୁ ହେଲେଣି ସଜବାଜ

ନୂଆଦିଲ୍ଲୀ,୨୦।୬: ଏମିତି ସମୟ ଥିଲା ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଟ୍ରେଡ ହୋଇଥିଲା; ସେହି ସମୟରେ ଏହାକୁ IPL…

ରିଆଙ୍କ ୧.୩୫ କୋଟିର ଝୁମ୍‌କା ଗାଏବ୍‌

ଅଭିନେତା ଅନିଲ କପୁରଙ୍କ ସାନ ଝିଅ ପ୍ରଯୋଜିକା ରିଆ କପୁରଙ୍କ ଝୁମ୍‌କା ଚୋରି ହୋଇଯାଇଛି। ମେଟ ଗାଲା ଇଭେଣ୍ଟ ପାଇଁ ସେ ଭଡ଼ା ନେଇଥିବା ହୀରା ଏବଂ…

‘ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ’

ବାରିପଦା,୨୦ା୬: ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ମୟୂରଭଞ୍ଜରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର…

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’

ଭୁବନେଶ୍ୱର,୨୦।୬(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri