ଭାଜପା ନେତା ଜଗନ୍ନାଥ ପ୍ରଧାନ ଜେଲ ଗଲେ

ଭୁବନେଶ୍ୱର,୩।୭: ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ହାଜର ହେବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଗିରଫ ପରେ ଜଗନ୍ନାଥଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ଅନ୍ୟପକ୍ଷେ ଭାଜପା ନେତା ଜଗନ୍ନାଥଙ୍କୁ ଗିରଫ ପରେ ଆନ୍ଦୋଳନରୁ ହଟିଛି OAS ସଂଘ। ଏନେଇ OAS ସଂଘ ସଭାପତି ଜ୍ୟୋତି ମିଶ୍ର ସୂଚନା ଦେଇଛନ୍ତି। ଭାଜପା ନେତା ଜଗନ୍ନାଥଙ୍କ ଗିରଫଦାରୀକୁ ବିରୋଧ କରି ତାଙ୍କ ସମର୍ଥକମାନେ ଗୁରୁବାର ରାତିରେ ଭୁବନେଶ୍ୱରର ବାଣୀବିହାର ଛକରେ ଜାତୀୟ ରାଜପଥ ଅବରୋଧ କରି ଜୋରଦାର ପ୍ରତିବାଦ କରିଛନ୍ତି। ଏହି ଅବରୋଧ ଯୋଗୁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ମହାକାଶରୁ ଫେରିବା ପରେ ଏସବୁ ଜିନିଷ ଭୁଲିଯିବେ ଶୁଭାଂଶୁ ଶୁକ୍ଲା: ଖାଇବାଠାରୁ ଚାଲିବା ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୪।୭: ଭାରତର ମହାକାଶ ଅଭିଯାନରେ ଆଉ ଏକ ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନ...

ପୂରୀ ମୁକ୍ତିମଣ୍ଡପ ପଣ୍ଡିତ ପୁରୁଷୋତ୍ତମପୁରରେ: ଜଗନ୍ନାଥ ମନ୍ଦିର ପରିଦର୍ଶନ ସହ କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୪।୭(ସୀମାଞ୍ଚଳ ମିଶ୍ର):ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ସୋମବାର ପୁରୁଷୋତ୍ତମପୁର ରଥସାହି ବିଜେ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ପଣ୍ଡିତ ବିଶ୍ୱମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri