ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଫୁଟ୍‌ ତଳକୁ ଖସିଲା ଗାଡ଼ି

ବାଲେଶ୍ୱର ଅଫିସ,୨।୧- ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ତଥା ଭାଜପା ନେତା ଜୟନାରାୟଣ ମହାନ୍ତିଙ୍କ ପୁଅ ଦିବ୍ୟକାମ ମହାନ୍ତିଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଲିଆପାଳ ଥାନା ଅନ୍ତର୍ଗତ ଇଡ୍‌କୋ ଛକ ନିକଟରେ ଶନିବାର ସକାଳେ ହୋଇଥିବା ଏହି ଦୁର୍ଘଟଣାରେ କାର୍‌ରେ ଥିବା ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଗୁରୁତରମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍‌ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ଆହତଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନାନୁଯାୟୀ, ବାଲିଆପାଳ- ବସ୍ତା ମଧ୍ୟ ରାସ୍ତାର ଇଡ୍‌କୋ ଛକ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁଥିବାରୁ ରାସ୍ତା ଖୋଳାଯାଇଛି। ଏହି ରାସ୍ତା ଦେଇ ସକାଳେ ଦିବ୍ୟକାମ ପରିବାର ସହ ଯାଉଥିବା ବେଳେ ତାଙ୍କ କାରଟି ଭାରସ୍ୟାମ ହରାଇ ନିର୍ମାଣାଧୀନ ପୋଲର ୧୦ ଫୁଟ ତଳକୁ ଖସି ପଡିଥିଲା। ତେବେ କାର୍‌ଟି ଦ୍ରୁତ ଗତିରେ ଆସୁଥିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri