ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ ଏହି ସୂଚନା ଦେଇଛନ୍ତି। ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ଖାରବେଳ ଭାଜପାରୁ ନିଲମ୍ୱିତ ହୋଇଥିଲେ।
ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ ଏହି ସୂଚନା ଦେଇଛନ୍ତି। ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ଖାରବେଳ ଭାଜପାରୁ ନିଲମ୍ୱିତ ହୋଇଥିଲେ।
ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…
ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…
ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…
ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…
ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…
ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…
ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…
ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…