ରାହୁଲଙ୍କ ଓଡ଼ିଶା ଗସ୍ତକୁ ନେଇ ଭାଜପା ନେତା କହିଲେ, ଆଜି ବି କଂଗ୍ରେସ…

ଭୁବନେଶ୍ୱର,୧୧।୭: ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତକୁ ନେଇ କଂଗ୍ରେସ ଉପରେ ବର୍ଷିଛି ଭାଜପା। ଏହା ସମ୍ବିଧାନ ବଞ୍ଚାଓ ଅଭିଯାନ ନୁହେଁ, କଂଗ୍ରେସ ବଞ୍ଚାଅ ଅଭିଯାନ ବୋଲି ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ କୁହାଯାଇଛି। ରାଜ୍ୟରେ କଂଗ୍ରେସ ଆଜି ବି ହତାଶା ଭିତରେ ରହିଛି। ସାଧାରଣ ଲୋକଙ୍କଠାରୁ ଦୂରେଇ ଯାଇଛି। କଂଗ୍ରେସ ଗଣତନ୍ତ୍ରର କଥା କହିବା, ନିଜେ କାଚଘରେ ରହି ଅନ୍ୟକୁ ପଥର ଫୋପାଡିବା ସହ ସମାନ ବୋଲି ଭାଜପା ନେତା ପ୍ରକାଶ କରିଛନ୍ତି।

ଗଣତନ୍ତ୍ରକୁ ହତ୍ୟା କରିଛି କଂଗ୍ରେସ। ତାଙ୍କ ଦଳରେ ଆଭ୍ୟନ୍ତରୀଣ ଗଣତନ୍ତ୍ର ନାହିଁ। ନେହେରୁଙ୍କ ସମୟରେ ବାପା-ଝିଅ ଓ ଇନ୍ଦିରା ଗାନ୍ଧୀଙ୍କ ସମୟରେ ମା’, ପୁଅ ଏବଂ ଏବେ ମା’-ପୁଅ-ଝିଅ-ଜ୍ୱାଇଁଙ୍କ ଦଳ ବୋଲି ଭାଜପା ନେତା ଅଭିଯୋଗ କରିଛନ୍ତି।

ଗଣତନ୍ତ୍ର କଥା କହୁଥିବା କଂଗ୍ରେସ ପ୍ରଥମେ ସମ୍ବିଧାନକୁ ସଂଶୋଧନ କରିଥିଲା। କଂଗ୍ରେସ ଅସ୍ତଗାମୀ ରାଜନୈତିକ ଦଳ। ରାଷ୍ଟ୍ରପତିଙ୍କୁ ଅପମାନିତ କରିଥିବାରୁ ଓଡିଶା ମାଟିରେ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେ  ଭୁଲ ମାଗନ୍ତୁ ବୋଲି ଭାଜପା ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ଭାଜପା ଅଭିଯୋଗ ଉପରେ କଂଗ୍ରେସର କୌଣସି ପ୍ରତିକ୍ରିୟା ମିଳି ପାରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri