ଭାଜପା ନେତାଙ୍କ ବଡ଼ ବୟାନ, ନୂଆପଡାରେ ନବୀନ ମଇଦାନକୁ ଓହ୍ଲାଇଲେ…

ନୂଆପଡା,୩୧।୧୦:ରାଜ୍ୟ ଭାଜପା ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ବଡ଼ ବୟାନ । କହିଲେ, ନବୀନ ମୈଦାନକୁ ଓହ୍ଲାଇଲେ କିଛି ବି ଫରକ ପଡ଼ିବ ନାହିଁ । ଭାଜପାର ନୂଆପଡ଼ା ବିଜୟ ସୁନିଶ୍ଚିତ । ଏପଟେ ଅରୁଣ ସାହୁଙ୍କ କାଉଣ୍ଟର । ନବୀନଙ୍କ ନାଁ ଶୁଣି ଭୟଭୀତ ଭାଜପା । କରିସ୍ମା କରିବ ବିଜେଡି । ନୂଆପଡ଼ାରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ଭାଜପା … Continue reading ଭାଜପା ନେତାଙ୍କ ବଡ଼ ବୟାନ, ନୂଆପଡାରେ ନବୀନ ମଇଦାନକୁ ଓହ୍ଲାଇଲେ…