ଭାଜପା ନେତାଙ୍କ ପରଲୋକ

ବେତନଟୀ,୧୦।୧୦(ଧରଣୀଧର ମହାନ୍ତି) : ବେତନଟୀ ଅଞ୍ଚଳର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବାଲେଶ୍ୱର ଏମ୍‌ପି ଖାରବେଳ ସ୍ବାଇଁ ଓ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଗୋଲକ ବିହାରୀ ନାଏକଙ୍କ ପ୍ରତିନିଧି ବିମଳ କୁମାର ଲେଙ୍କା(୫୫)ଙ୍କ ବୁଧବାର ସକାଳେ ବେତନଟୀସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। କିଛି ଦିନ ପୂର୍ବେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ସେ ଘରକୁ ଫେରିଥିଲେ। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ, ଭାଇ, ଭାଉଜ ଝିଅ, ଝିଆରୀଙ୍କ ସମେତ ପରିବାରବର୍ଗ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟୁରେ ବେତନଟୀ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମରଶରୀରକୁ ଏକ ଶୋଭାଯାତ୍ରାରେ ନିଆଯାଇ ଶୁଖିଲାହାରସ୍ଥିତ ଶ୍ମଶାନରେ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା। ସାନଭାଇ କମଲ ମୁଖାଗ୍ନି ଦେଇଥିଲେ। ଉଲ୍ଲେଖଯୋଗ୍ୟ, ବେତନଟୀର ରାଧାକୃଷ୍ଣ ମନ୍ଦିର, ଆନନ୍ଦ ବଜାର ସଂସ୍କୃତି ଭବନ ଭଳି ବହୁ ଜନହିତକର କାର୍ଯ୍ୟ ତାଙ୍କ ଚେଷ୍ଟାରେ ହୋଇ ପାରିଥିଲା।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri