ପୀତବାସ ହତ୍ୟା: ରାଜନେତାଙ୍କୁ ଉଠାଇ ନେଲା ପୋଲିସ

ବ୍ରହ୍ମପୁର,୨୦।୧୦: ଆଇନ୍‌ଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁର ସହରର ଜଣେ ରାଜନେତାଙ୍କୁ ପୋଲିସ୍ ଉଠାଇ ନେଇଛି। ସେହି ରାଜନେତାଙ୍କ ନାଁରେ ଅନେକ ମାମଲା ରହିଛି। ପୂର୍ବରୁ ପୋଲିସ ଜଣେ କର୍ପୋରେଟର୍, ଜଣେ ଛାତ୍ରନେତା ସହ ୮ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏହି ହତ୍ୟା ମାମଲାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକାବାଜ ବାହାରିଲେ ସ୍ବାମୀ, ୩-୩ଟା ବିବାହ କରିଥିବା ଜାଣିବା ପରେ ଦ୍ୱିତୀୟ ସ୍ତ୍ରୀ କଲେ ଏମିତି…

ପାଟନା, ୨୦।୧: ବିହାରର ବାଙ୍କାରୁ ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚାଟମାଡିହ ଗାଁର ବାସିନ୍ଦା ନୀଲୁ କୁମାରୀ ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ...

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ...

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ବାଂଲାଦେଶ: ଚାଇନା ସହ ମିଶି ଚିକେନ ନେକରେ…

ଢାକା,୨୦।୧: ମହମ୍ମଦ ୟୁନୁସଙ୍କ ଶାସନରେ ବାଂଲାଦେଶ ନିରନ୍ତର ଭାରତ ବିରୋଧୀ ପଦକ୍ଷେପ ନେଇ ଆସୁଛି। ଭାରତ ବିରୋଧରେ ବାଂଲାଦେଶର ଷଡ଼ଯନ୍ତ୍ର ପୂର୍ବରୁ ପର୍ଦ୍ଦାଫାସ ହୋଇସାରିଛି ଏବଂ...

Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି…

ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

ଚଳିତ ବର୍ଷ ସନ୍ୟାସ ନେବେ ଏହି ୫ ଭାରତୀୟ କ୍ରିକେଟର! ଟିମ୍‌ ଇଣ୍ଡିଆରେ ସ୍ଥାନ ମିଳିବା ଅସମ୍ଭବ

ନୂଆଦିଲ୍ଲୀ,୨୦।୧: ଅନେକ ଷ୍ଟାର ଖେଳାଳି ଦୀର୍ଘ ସମୟ ଧରି ଭାରତୀୟ ଦଳରୁ ବାହାରେ ଅଛନ୍ତି। ଅନେକ ଯୁବ ଖେଳାଳି ଥିଲେ ମଧ୍ୟ ଖରାପ ଫର୍ମ ଯୋଗୁ...

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri