Posted inଜାତୀୟ

ଆସାମରେ ପରିସୀମାକୁ ନେଇ ବଢିଲା ବିବାଦ, ବରିଷ୍ଠ ଭାଜପା ନେତା ଦେଲେ ଇସ୍ତଫା

ଗୁଆହାଟୀ,୧୯।୮: ଆସାମରେ ପରିସୀମାର ଅନ୍ତିମ ରିପୋର୍ଟ ଆସିବା ପରେ ବିବାଦ ବଢିବାରେ ଲାଗିଛି। ନଗାଓଁ ସଂସଦୀୟ ନିର୍ବାଚନମଣ୍ଡଳୀର ପରିସୀମାରେ ଅସନ୍ତୁଷ୍ଟ ହୋଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜେନ ଗୋହେନ ଶୁକ୍ରବାର ଆସାମ ଖାଦ୍ୟ ଏବଂ ନାଗରିକ ଯୋଗାଣ ନିଗମ ଲିମିଟେଡ୍‌ ଚେୟାରମ୍ୟାନ ପଦରୁ ଇସ୍ତଫା ଦେଇଛନ୍ତି। ସୂଚନାଯୋଗ୍ୟ, ପରିସୀମା ପରେ ନଗାଓଁ ଲୋକ ସଭା ନିର୍ବାଚନମଣ୍ଡଳୀର କିଛି ଅଂଶକୁ ନବ ଗଠିତ କାଜିରଙ୍ଗା ଲୋକ ସଭା ନିର୍ବାଚନମଣ୍ଡଳୀରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri