Posted inଜାତୀୟ

ଭାଜପା ନେତ୍ରୀ ସୀମା ପାତ୍ର ଗିରଫ

ନୂଆଦିଲ୍ଲୀ,୧।୯: ଘରୋଇ ସହାୟିକାଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେବା ଅଭିଯୋଗରେ ବୁଧବାର ଗିରଫ ହୋଇଥିବା ଭାଜପା ନେତ୍ରୀ ସୀମା ପାତ୍ରଙ୍କୁ ୧୪ ଦିନ ପାଇଁ ପୋଲିସ ହାଜତକୁ ପଠାଇ ଦିଆଯାଇଛି। ଅଭିଯୋଗ ପରେ ସୀମାଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା। ତେବେ ତାଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗ ମିଥ୍ୟା ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ସୀମା କହିଛନ୍ତି।
ଦଳିତ ସହାୟିକାଙ୍କୁ ୮ ବର୍ଷ ହେଲା ଘରେ ଅଟକ ରଖି ସୀମା ମାଡ଼ ମାରିବା ସହ ଅକଥନୀୟ ନିର୍ଯାତନା ଦେଉଥିବା ଖବର ଜଣାପଡ଼ିବା ପରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ସୀମାଙ୍କ ସ୍ବାମୀ ଜଣେ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ଘୋଷଣା ହେବ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ସୋମବାର ଅପରାହ୍ନରେ ଅର୍ଥାରତ ୩ଟା ୩୦ରେ ଘୋଷଣା କରାଯାଇପାରେ। ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ନିର୍ବାଚନ କମିଶନ ଏହା...

ବିଶେଷ ଧରଣର ଡୁଡୁଲ ତିଆରି କରି ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲା ଗୁଗୁଲ

ନୂଆଦିଲ୍ଲୀ,୧୫।୮: ଭାରତ ୭୩ତମ ସ୍ବାଧୀନତା ଦିବସ ପାଳନ କରୁଥିବା ବେଳେ ଗୁଗୁଲ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ ସେ ଏକ ସୁନ୍ଦର ଡୁଡୁଲ ମାଧ୍ୟମରେ ଦେଶବାସୀଙ୍କୁ...

ଲାହୋଲରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ପ୍ରଥମଥର ମାର୍ଚ୍ଚରେ ପାରଦ ୨୦ ଡିଗ୍ରୀ ଉପରେ

କେଲାଂଗ,୩୧ ।୩: ହିମାଚଳ ପ୍ରଦେଶର ଜନଜାତି ଜିଲା ଲାହୋଲ-ସ୍ପିତିରେ ଗ୍ରୀଷ୍ମ ରେକର୍ଡ ଭାଙ୍ଗିଛି । ପ୍ରଥମଥର ଲାଗି ମାର୍ଚ୍ଚ ମାସରେ ପାରଦ ୨୦ ଡିଗ୍ରୀ ଉପରକୁ...

ଦଳିତ ଯୁବକଙ୍କୁ ଚୋର ଭାବି ଜାଳିଦେଲେ

ଲକ୍ଷ୍ନୌ,୨୪ା୭(ପି.ଟି.): ଉତ୍ତରପ୍ରଦେଶର ବାରାବାଙ୍କି ଜିଲାରେ ଜଣେ ଦଳିତ ଯୁବକ ବୁଲା କୁକୁରଙ୍କ ପ୍ରାଦୁର୍ଭାବରୁ ବଞ୍ଚତ୍ବା ପାଇଁ ଏକ ଘରେ ପଶିଯାଇଥିବାବେଳେ ତାଙ୍କୁ ଚୋର ମନେକରି ଜାଳି...

କେମିକାଲ ୟୁନିଟରେ ଭୟଙ୍କର ବିସ୍ଫୋରଣ; ୪ ମୃତ

ଭଦୋଦରା: ଗୁଜରାଟର ଭଦୋଦରା ଅନ୍ତର୍ଗତ ମକରପୁରା ଅଞ୍ଚଳରେ ଥିବା ଗୋଟିଏ କେମିକାଲ ୟୁନିଟରେ ଶୁକ୍ରବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା...

ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ମନୋଜ

ନୂଆଦିଲ୍ଲୀ,୨୯।୬:ରାଜଧାନୀ ଦିଲ୍ଲୀରେ ଆଣ୍ଟି ରୋମିଓ ସ୍କ୍ବାର୍ଡ ଗଢିବାକୁ ଚାହୁଁଛନ୍ତି ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ। ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ଯେମିତି ରୋମିଓଙ୍କୁ ପାନେ...

ପେଗାସସ୍‌ ମାମଲାରେ କାହିଁକି ହୋଇନି ମାମଲା ରୁଜୁ, ପ୍ରଶ୍ନ କଲେ ସିଜେଆଇ…

ନୂଆଦିଲ୍ଲୀ,୫।୮: ପେଗାସସ ଗୁପ୍ତଚରୀ ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ବିଭିନ୍ନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛିି। ପ୍ରଧାନ ବିଚାରପତି (ସିଜେଆଇ )ଏନ.ଭି ରାମନା...

‘ଚାଇନାର ବନ୍ଧୁକ ଶକ୍ତି ସହ ସତ୍ୟର ଲଢ଼େଇ ଜାରି ରହିବ’

ଗୟା,୨୬ା୧୨(ଏଏଫ୍‌ପି): ତିବ୍ବତ୍‌ର ବୌଦ୍ଧ ଧର୍ମାବଲମ୍ବୀମାନେ ସତ୍ୟର ଶକ୍ତି ବଳରେ ଚାଇନାର ବନ୍ଧୁକ ଶକ୍ତି ସହ ଲଢ଼େଇ ଜାରି ରଖିତ୍ବା ଲାଗି ପ୍ରତିବଦ୍ଧ ବୋଲି ଧର୍ମଗୁରୁ ଦଲାଇଲାମା...

Advertisement
Archives

Model This Week