Advertisement
Posted inଜାତୀୟ

ବିହାରରେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା, ବିରୋଧରେ ଚକାଜାମ

କଟିହାର,୭ ।୧୧: ବିହାରର କଟିହାର ଜିଲାରେ ସୋମବାର ସ୍ଥାନୀୟ ଜଣେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ସଞ୍ଜିବ ମିଶ୍ରାଙ୍କୁ ଗୁଳିକରି ହତ୍ୟା କରାଯାଇଛି । ଏହାକୁ ବିରୋଧ କରି ଲୋକେ ଚକାଜାମ କରି ଦେଇଛନ୍ତି । ଉତ୍ତେଜନାପୂର୍ଣ୍ଣ ସ୍ଥାନରେ ପୋଲିସ ମୁତୟନ ହୋଇଛି ।
ପୋଲିସର ସୂଚନା ଅନୁଯାୟୀ, ବାଇକରେ ଆସି ୨ ଜଣ ସନ୍ଦିଗ୍ଧ ଟେଲଟା ଥାନା ଅଞ୍ଚଳରେ ସ୍ଥିତ ମିଶ୍ରାଙ୍କ ଘରେ ପହଞ୍ଚି ସେହିଠାରେ ତାଙ୍କୁ ଗୁଳିକରି ହତ୍ୟା କରିଛନ୍ତି । ହତ୍ୟାକୁ ବିରୋଧ କରି ସ୍ଥାନୀୟ ଲୋକେ ଚକାଜାମ କରିଛନ୍ତି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ମୃତ ଦେହକୁ ପୋଷ୍ଟ ମର୍ଟମ ପାଇଁ ପଠାଇ ଘଟଣାର ଯାଞ୍ଚ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିପିନ ରାୱତଙ୍କ ଶେଷ ବାର୍ତ୍ତା ଭାଇରାଲ୍‌, ସମସ୍ତଙ୍କ ଆଖିରେ ଲୁହ

ନୂଆଦିଲ୍ଲୀ,୧୨।୧୨: ଦେଶର ପ୍ରଥମ ସିଡିଏସ୍‌ ବିପିନ ରାୱତ ହେଲିକପ୍ଟର ଦୁର୍ଘଟଣାରେ ପରଲୋକ ଘଟିଛି। ତେବେ ମୃତ୍ୟର ଦିନକ ପୂର୍ବରୁ ଅର୍ଥାତ୍‌ ୭ ତାରିଖରେ ‘ବିଜୟ ପର୍ବ’...

୩ ବର୍ଷ ପରେ ବୃଦ୍ଧ ଦମ୍ପତିଙ୍କୁ ମିଳିଲା ନ୍ୟାୟ: ପୁଅ ବୋହୂ ତଡ଼ିଦେଇଥିଲେ ଘରୁ

ମୁମ୍ବାଇ,୨୬।୬: ଆଜିକାଲି ପିଲାମାନେ ଯେତିକି ଶିକ୍ଷିତ ହେଉଛନ୍ତି ସେତିକି ନିଜର ମାନବିକତା, ମଣିଷପଣିଆ ଓ ଆଚାର ବ୍ୟବହାର ସବୁ ଭୁଲିଯାଉଛନ୍ତି। ଦିନେ ଯେଉଁ ମା ବାପାଙ୍କ...

ଉତ୍ତରପ୍ରଦେଶ ମହିଳା ନେତା ପିସ୍ତଲ-ରାଇଫଲ ରଖିବାକୁ ପସନ୍ଦ କରୁଛନ୍ତି, ସତ୍ୟପାଠରେ ଉଲ୍ଲେଖ…

ଲକ୍ଷ୍ନୌ,୨୧।୨ : ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟ ରାଜନୀତିରେ ବହୁ ବାହୁବଳୀ ନେତା ଏଥର ନିର୍ବାଚନରେ ଭାଗ୍ୟ ପରୀକ୍ଷା କରୁଛନ୍ତି।...

ଏଏପି ଅଫିସରେ ଏମ୍‌ବିଏ ଚାଏ ଓ୍ବାଲା, ମିଳୁଛି ୪ ପ୍ରକାରର ଚା’

ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇପଡିଛି। ଏଏପି, କଂଗ୍ରେସ ଏବଂ ଭାଜପା କ୍ଷମତା ପାଇଁ ଜୋରଦାର ଉଦ୍ୟମ ଚଳାଇଛନ୍ତିି। ଏସବୁ ଭିତରେ...

ଭାଜପାର ମିଶନ ତାମିଲନାଡୁ: ଦୁଇ ଦିନିଆ ଗସ୍ତରେ ଚେନ୍ନାଇ ପହଞ୍ଚିଲେ ଶାହା

ଚେନ୍ନାଇ,୨୧ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ୨ଦିନିଆ ତାମିଲନାଡୁ ଗସ୍ତରେ ଚେନ୍ନାଇ ପହଞ୍ଚିଛନ୍ତି । ଶାହା ସେଠାରେ କେତୋଟି ବିକାଶମୂଳକ ପରିଯୋଜନାର ଉଦ୍‌ଘାଟନ...

ମୋବାଇଲ୍‌ ଇଣ୍ଟରନେଟ୍‌ ଯୋଗୁ ନ ବଢୁ ଦୂରତା: ପ୍ରତିଦିନ ସନ୍ଧ୍ୟାରେ ଗାଁର ୧୧ ପରିବାର ଘଣ୍ଟାଏ କରୁଛନ୍ତି ଗପସପ

ରାୟପୁର,୨୦।୧: ସମ୍ପ୍ରତି ମୋବାଇଲ୍‌ ଇଣ୍ଟରନେଟ୍‌ ଯୋଗୁ ଲୋକେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ସାଇଟ୍‌ରେ ଦେଶ-ବିଦେଶରେ ବହୁ ଲୋକଙ୍କ ସହିତ ବନ୍ଧୁତା କରିପାରୁଛନ୍ତି। ତେବେ ଇଣ୍ଟରନେଟ୍‌ରେ ବ୍ୟସ୍ତ...

ମୁଖ୍ୟମନ୍ତ୍ରୀ ଜଗନମୋହନଙ୍କ ବାସ ଭବନ ସୁରକ୍ଷା ପାଇଁ ୨୫ ଲକ୍ଷ ଖର୍ଚ୍ଚ କରିବେ ରାଜ୍ୟ ସରକାର

ହାଇଦ୍ରାବାଦ୍‌,୨୩।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀଙ୍କ ବାସ ଭବନ ସୁରକ୍ଷା ପାଇଁ ୨୪ ଲକ୍ଷ ୫୦ ହଜାର ଟଙ୍କା ମଞ୍ଜୁର କରାଯାଇଛି। ରାଜ୍ୟ ସରକାରଙ୍କ...

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ...

Advertisement
Archives

Model This Week