Posted inଜାତୀୟ

ରାତିରେ ଶୋଇଥିଲେ ଭାଜପା ନେତା, ସକାଳୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

ଭୋପାଳ, ୧୯ା୭:ମଧ୍ୟପ୍ରଦେଶର ମନ୍ଦସୌର ଜିଲାରେ ଶ୍ୟାମଲାଲ ଧାକଡ଼ (୪୫) ନାମକ ଜଣେ ଭାଜପା ନେତା ନିଜ ଘରେ ଶୋଇଥିବା ସମୟରେ ତାଙ୍କୁ ଜଣେ ଅଚିହ୍ନା ଆକ୍ରମଣକାରୀ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି।  ରାତିରେ ତାଙ୍କର ହତ୍ୟା ହୋଇଥିବା ବେଳେ  ଶ୍ୟାମଲାଲଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହକୁ ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ।  ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ମଧ୍ୟପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଜଗଦୀଶ ଦଓ୍ବେଡ଼ାଙ୍କ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୁଧା ମଣ୍ଡଳର ଭାଜପା ଉପସଭାପତି ଭାବେ ଶ୍ୟାମଲାଲ ଦାୟିତ୍ୱ ନିର୍ବାହ କରୁଥିଲେ। ତାଙ୍କ ମୃତ୍ୟୁରେ ଉପମୁଖ୍ୟମନ୍ତ୍ରୀ ଜଗଦୀଶ ଶୋକ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri