Posted inଜାତୀୟ

ନନ୍ଦିଗ୍ରାମରୁ ପ୍ରାର୍ଥିପତ୍ର ଦାଖଲ କଲେ ଶୁଭେନ୍ଦୁ

କୋଲକାତା,୧୨ ।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ସେଠାରେ ରାଜନିତୀ ବେଳକୁ ବେଳ ରୋମାଞ୍ଚକ ହେବାକୁ ଲାଗିଛି । ସେଠାରେ ବିଶେଷ ଭାବେ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ପ୍ରତିଯୋଗୀତା ଲାଗିଛି । ଦୁଇ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମରୁ ନିଜର ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ତାଙ୍କ ଉପରକୁ ହୋଇଥିବା ଆକ୍ରମଣର ନିନ୍ଦା କରାଯାଉଛି । ଏପଟେ ଟିଏମ୍‌ସିରୁ ଆସି ଭାଜପାରେ ସାମିଲ ହୋଇଥିବା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ସେହି ନନ୍ଦିଗ୍ରାମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହାସହ ସେ କହିଛନ୍ତି ଏଥର ପଶ୍ଚିମବଙ୍ଗରେ ଭାଜପା ଶାସନ କରିବ । ୨୦୧୯ ନିର୍ବାଚନରେ ଭାଜପା ଏଠି ୧୮ ଆସନ ପାଇଥିବା ବେଳେ ଏଥର କିନ୍ତୁ ଆହୁରି ଅଧିକ ଆସନରେ ବିଜୟୀ ହୋଇ ସରକାର ଗଢିବ ଭାଜପା ବୋଲି କହିଛନ୍ତି ଶୁଭେନ୍ଦୁ । ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ସେ ତାଙ୍କ ପ୍ରଶଂସକଙ୍କ ସହ ଯାଇ ଜାନକିନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri