Advertisement
Posted inଜାତୀୟ

ମମତାଙ୍କୁ ଭେଟିଲେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୫।୧୧: ପଶ୍ଚିମବଙ୍ଗର ବିରୋଧୀ ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଦୁହିଁ ନେତାଙ୍କ ମଧ୍ୟରେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା। ଏହି ସମୟରେ ଶୁଭେନ୍ଦୁଙ୍କ ସହ ବିଧାୟକ ଅଗ୍ନିମିତ୍ରର ପୋଲ, ଅଶୋକ ଲାହିଡି ଓ ମନୋଜ ତିଗା ମଧ୍ୟ ଉପସ୍ଥିତ ଥିଲେ। ସୂଚନା ମୁତାବକ, ମମତା ବାନାର୍ଜୀ ଶୁଭେନ୍ଦୁଙ୍କୁ ସହ ସାକ୍ଷାତକାର କରିବାକୁ ଚାହୁଁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଚାଇନା ଦେଲା ଅଧିକ ପେଲୋଡ କ୍ଷମତା ବିଶିଷ୍ଟ ଡ୍ରୋନ୍‌, ଆତଙ୍କବାଦୀଙ୍କୁ ବି ଟ୍ରେନିଂ ଦେଉଛି ଚାଇନା ସେନା!

ଜମ୍ମୁ,୭ ।୧୦: ପାକିସ୍ତାନ ଭାରତର ସୀମା ଜମ୍ମୁ ନିକଟରେ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି । ଏବେ ଗୁଇନ୍ଦା ସଂସ୍ଥା ନିକଟରେ ଏମିତି ଖବର...

ଦେଶରେ ଥମୁନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦,୫୫୧ ନୂଆ...

ଗଣବଳାତ୍କାର ପରେ ହାତଗୋଡ଼ ବାନ୍ଧି ଫିଙ୍ଗିଦେଲେ ଛାତରୁ

ଚୁରୁ,୧୩।୨: ଚାକିରି କରାଇ ଦେବା ପ୍ରତିଶ୍ରୁତି ଦେଇ ଦିଲ୍ଲୀର ଜଣେ ୨୫ ବର୍ଷୀୟା ଯୁବତୀଙ୍କୁ ଗଣବଳାତ୍କାର କରି ହୋଟେଲ ଛାତରୁ ଫିଙ୍ଗିଦେବା ଘଟଣା ସାମ୍ନାକୁ ଆସିଛି...

୨୭.୫ ଲକ୍ଷ ମନରେଗା ଶ୍ରମିକଙ୍କ ଖାତାରେ ୬୧୧କୋଟି ଟଙ୍କା ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ, ୩୦।୧: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିରେ ସବୁଠାରୁ ଶ୍ରମିକ ଓ ଦିନ ମଜୁରିଆ ପ୍ରଭାବିତ ହୋଇଛନ୍ତି। ଲକ୍‌ଡାଉନ୍‌...

ପ୍ରିୟଙ୍କା ହୁଅନ୍ତୁ କଂଗ୍ରେସ ଅଧ୍ୟକ୍ଷ: ଶତ୍ରୁ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନ ଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସ ଅଧ୍ୟକ୍ଷ...

ପାସ୍‌ପୋର୍ଟ ଫେରାଇବା ପାଇଁ କୋର୍ଟର ଦ୍ୱାରସ୍ଥ ହେଲେ ଆର୍ଯ୍ୟନ୍‌

ମୁମ୍ବାଇ,୧।୭: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ପୁଣି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ବଲିଉଡ ଅଭିନେତା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ୍‌ ଖାନ। ଏନ୍‌ଡିପିଏସ୍‌ ସ୍ବତନ୍ତ୍ର ଅଦାଲତର...

ଗଧ ସହ ସାକ୍ଷାତ୍‌କାର: କାହିଁକି ପିନ୍ଧିନ ମାସ୍କ୍‌ ପଚାରିଲେ ରିପୋର୍ଟର

ପାଟନା, ୨୫।୭: ଏବେ ଗଧ ସହିତ ସାକ୍ଷାତ୍‌କାର କରୁଥିବା ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜଣେ ରିପୋର୍ଟର ରାସ୍ତାରେ ବୁଲୁଥିବା...

ନିଜ ଇଚ୍ଛାରେ କରୋନା ସଂକ୍ରମିତ ହେବାକୁ ଚାହୁଁଛନ୍ତି ୩୦ ହଜାରରୁ ଅଧିକ ଲୋକ !

ନୂଆଦିଲ୍ଲୀ,୫।୭: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏବେ ପର୍ଯ୍ୟନ୍ତ ଏହାର କୌଣସି ଔଷଧ ବା ଟିକା ବାହାରି ପାରି...

Advertisement
Archives

Model This Week