ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ କଲେ ଭାଜପା ନେତା

ବନ୍ତ,୨୭।୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ପଞ୍ଚାୟତର ମୁଗଗଢିଆ, କସଗଢିଆ ଓ ଗୋହିରାପଦୀ ଆଦି ଜଳବନ୍ଦୀ ଗ୍ରାମ ଗୁଡିକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଭାଜପା ନେତା ବୁଧବାର ବଦ୍ରୀ ନାରାୟଣ ଧଳ ପରିଦର୍ଶନ କରିଛନ୍ତି। ଉପରୋକ୍ତ ଗ୍ରାମକୁ ଯାଇଥିବା ରାସ୍ତାର ଦୁରବସ୍ଥା ଦେଖିବା ସହ ପାଣିରେ ବୁଡି ରହିଥିବା ଚାଷ ଜମି ଓ ଲୋକଙ୍କ ଦୁର୍ଦ୍ଦଶା ସମ୍ପର୍କରେ ପଚାରି ବୁଝିଥିଲେ। ଉଲ୍ଲେଖ ଯେ, ଲଘୁଚାପ ବର୍ଷା ଓ ରେବ ନଦୀର ଜଳରେ ଗୋହିରାପଦୀରୁ ମୁଗଗଢିଆ ଦେଇ ବିକେବିଏମ୍‌ ରୋଡ୍‌କୁ ସଂଯୋଗ କରୁଥିବା ରାସ୍ତାର ମୁଗଗଢିଆ ଠାରେ ଘାଇ ସୃଷ୍ଟି ହୋଇ ୩ ଗ୍ରାମ ଜଳବନ୍ଦୀ ଅବସ୍ଥାରେ ଥିବା ବେଳେ ଶହ ଶହ ଏକର ଚାଷ ଜମି ଜଳମଗ୍ନ ହୋଇଛି। ଏନେଇ ଗ୍ରାମବାସୀ ବ୍ଲକ ପ୍ରଶାସନକୁ ଅବଗତ କରିବା ପରେ ମଙ୍ଗଳବାର ବିଡିଓ ରେବେକା ବିଲୁଙ୍ଗ ସମ୍ପୃକ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷ ଲାଗି ଶ୍ରୀମନ୍ଦିର ଚଳଚଞ୍ଚଳ -ଜୋରସୋରରେ ଚାଲିଛି ପ୍ରସ୍ତୁତି

ପୁରୀ ଅଫିସ,୩୧ା୧୨- ଆଉ ଦୁଇ ଦିନ ପରେ ହେବ ନୂଆବର୍ଷ। ଏଥିପାଇଁ ଶ୍ରୀମନ୍ଦିର ଚଳଚଞ୍ଚଳ ହୋଇପଡିଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ...

ଖସୁଛି ପାରଦ, ବଢୁଛି ଶୀତ

ଦାରିଙ୍ଗବାଡି,୨୭।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପାରଦ ତଳମୁଁହା। ସହରରେ ସର୍ବନିମ୍ମ ତାପମାତ୍ରା ୧୬ଡିଗ୍ରୀ ରହିଥିବା ବେଳେ ସର୍ବାଧିକ ୧୯ ଡିଗ୍ରୀ ରହୁଥିବା ଜଣାପଡିଛି। ଶୀତଯୋଗୁଁ ଏବେ...

ଶାଗ ତୋଳିବାକୁ ଯାଇ କୂଅରୁ ମିଳିଲା ମହିଳାଙ୍କ ମୃତଦେହ

ପୁରୁଷୋତ୍ତମପୁର,୩୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମରେ ଶାଗ ତୋଳିବାକୁ ଯାଇ ବୁଧବାରଠାରୁ ନିଖୋଜ ଥିଲେ ଜଣେ ମହିଳା। ତେବେ ଶନିବାର ଗ୍ରାମଠାରୁ...

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର...

ଗୃହିଣୀ ହାତରେ ବନ୍ଧୁକ

ଭଦ୍ରକ ଅଫିସ, ୨୬।୫ – ଯେଉଁ ନାରୀ ହାତରେ ରୋଷେଇ କରି ଚାରିକାନ୍ଥ ମଧ୍ୟରେ ସୀମିତ ରହେ ସେହି ନାରୀ ବି ବନ୍ଧୁକ ଚାଳନା କରି...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି...

ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି : ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଆରଡି, ୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ମହାଳିକସାହି ଗାଁ ଦାଣ୍ଡରେ ଏବେ ଆଣ୍ଠୁଏ ପାଣି ଜମି ରହିଛି। ଦାଣ୍ଡ ଚାରିପଟେ ଥିବା...

ଲକ୍‌ଡାଉନ୍‌କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ

ବାଲେଶ୍ୱର ଅଫିସ, ୩୧।୩-ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍‌ରେ ବାହାରେ ବୁଲୁଥିବା...

Advertisement
Archives

Model This Week