ବିଧାୟକଙ୍କ ଜନ୍ମଦିନରେ ଭାଜପା ନେତା-କର୍ମୀଙ୍କ ଉତ୍ସାହ: ୧୦୮ ଦୀପଦାନ ସହ ବୃକ୍ଷରୋପଣ

ପାଟଣା,୧୬।୧୦(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସ କୋଲା ପଞ୍ଚାୟତ ମୁଖ୍ୟାଳୟସ୍ଥିତ ସିଦ୍ଧେଶ୍ୱର ଶିବ ମନ୍ଦିରରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ୬୫ତମ ଜନ୍ମଦିନ ଧୁମଧାମରେ ପାଳିତ ହୋଇଛି। ଏଥିପାଇଁ ଭାଜପା ନେତା ଓ କର୍ମୀଙ୍କ ତରଫରୁ ବିଧାୟକଙ୍କ ଦୀର୍ଘ ସୁସ୍ଥ ନିରାମୟ ଜୀବନକାମନା କରି ରୁଦ୍ରାଭିଷେକ, ୧୦୮ଦୀପ ଦାନ, ବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଛି।
ଜନ୍ମଦିନରେ ତାଙ୍କୁ ବାଚସ୍ପତି ସୁରମା ପାଢ଼ୀ,ଆଇନ ମନ୍ତ୍ରୀ ପୃଥିବୀ ରାଜ ହରି ଚନ୍ଦନ, କେନ୍ଦୁଝର ଏମପି ଅନନ୍ତ ନାୟକ, ତେଲକୋଇ ବିଧାୟକ ଡାକ୍ତର ଫକିରଚରଣ ନାଏକ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ରାଧା କାନ୍ତ ମହାନ୍ତ, ବିଧାୟକଙ୍କ ପାଟଣା ବ୍ଲକ ପ୍ରତିନିଧି କମଳାକାନ୍ତ ଦାଶ, ସାହାର ପଡ଼ା ପୂର୍ବତନ ବ୍ଲକଅଧକ୍ଷ ଗୌତମ ନାଏକ, ଆଇନଜୀବୀ ମହେଶ୍ୱର ପୃଷ୍ଟି, କଂଗ୍ରେସ ଏମପି ପ୍ରାର୍ଥୀ ଇଁ. ବିନୋଦ ବିହାରୀ ନାଏକ, ଭାଜପା ବରିଷ୍ଠ ନେତା ସମବାୟ ବିତ ଦିନବନ୍ଧୁ ମିଶ୍ର ପ୍ରମୁଖ ଶୁଭେଛା ଜଣାଇବା ସହ ଦୀର୍ଘ ସୁସ୍ଥ ଜୀବନ କାମନା କରିଛନ୍ତି।

ସରାସକୋଲାରେ ଆୟୋଜିତ କାର୍ଯ୍ୟକ୍ରମ ଭାଜପା ପଞ୍ଚାୟତ ସଭାପତି ତ୍ରିନାଥ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ସ୍ବତନ୍ତ୍ର ପୂଜାକୁ ପଣ୍ଡିତ ପ୍ରମୋଦ କୁମାର ଦାଶ ଓ ଭାଗିରଥି ଦାଶ ପୂଜା ସମ୍ପାଦନ କରିଥିଲେ। ବରିଷ୍ଠ ନେତା ଯତୀନ୍ଦ୍ର କୁମାର ଦାଶ, ହରିଶ୍ଚନ୍ଦ୍ର ମହାନ୍ତ, ସ୍ଥାନୀୟ ରାଜସ୍ବ ନୀରିକ୍ଷକ ଦୀପକ ରଞ୍ଜନ ମହାନ୍ତ, ଏଡିଓ ଜୟନ୍ତୀ ମହାନ୍ତ,ପଞ୍ଚାୟତ ନିର୍ବାହୀ ଅଧିକାରୀ ତପନ କୁମାର ମହାନ୍ତ ଭାଜପା ନେତା ଆର୍ତ୍ତତ୍ରଣ ବେହେରା, ଶଙ୍କର୍ଷଣ ମହାନ୍ତ, ପୂର୍ଣ୍ଣଚନ୍ଦ୍ର ବାରିକ, ସଚିନ୍ଦ୍ର ମହାନ୍ତ, ସଦାନନ୍ଦ ମହାକୁଡ଼, ଅନୀଲ ନାୟକ, ସୁନିତା ପାଇଦା, ମିନତୀ ଟାଙ୍ଗଣିଆ, ପ୍ରମୁଖ ସାମିଲ ହୋଇ ବୃକ୍ଷ ରୋପଣ ଓ ଦୀପଦାନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?