ବରକନ୍ୟାଙ୍କୁ ଆଶୀର୍ବାଦ କରିବାକୁ ଷ୍ଟେଜ୍‌ ଉପରକୁ ଚଢିଲେ ଭାଜପା ନେତା, ଓଜନ ସହି ନ ପାରି ଭାଙ୍ଗିଗଲା ଷ୍ଟେଜ୍‌, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୨୮।୧୧: ଉତ୍ତର ପ୍ରଦେଶର ବାଲିଆରେ ଏକ ବିବାହ ଭୋଜିରେ ଏଭଳି ଏକ ଘଟଣା ଘଟିଥିଲା ଯାହା ଏବେ ଭାଇରାଲ ହେଉଛି। ସୂଚନାନୁସାରେ, ବରିଷ୍ଠ ଭାଜପା ନେତାମାନେ ବିବାହରେ ଯୋଗ ଦେଇଥିଲେ। ଆଉ ସମସ୍ତେ ଏକାସାଙ୍ଗରେ ବର କନ୍ୟାଙ୍କ ସହ ଫଟୋ ଉଠାଇବାକୁ ଠିଆ ହୋଇଥିଲେ, ହେଲେ ସେତିକି ବେଳେ ଷ୍ଟେଜ୍‌ଟି ଭାଙ୍ଗିଯାଇଥିଲା। ବର କନ୍ୟାଙ୍କ ସହ ନେତାମାନେ ମଧ୍ୟ ତଳେ ପଡ଼ିଯାଇଥିଲେ। ଏହି ଘଟଣା କ୍ୟାମେରାରେ କଏଦ ହୋଇଥଇଲା। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଭାଜପା ଜିଲା ସଭାପତି ସଞ୍ଜୟ ମିଶ୍ର, ପୂର୍ବତନ ସାଂସଦ ଭାରତ ସିଂହ, ବଂଶଡିହ ବିଧାୟକ କେତକୀ ସିଂହଙ୍କ ପ୍ରତିନିଧି ବିଶ୍ରାମ ସିଂହ, ପୂର୍ବତନ ଜିଲା ସାଧାରଣ ସମ୍ପାଦକ ସୁରଜିତ ସିଂହ ଏବଂ ଅନ୍ୟ ଅନେକ ନେତା ଦମ୍ପତିଙ୍କୁ ସ୍ବାଗତ କରିବାକୁ ଉପରକୁ ଚଢ଼ିଥିଲେ। ସମସ୍ତେ ଦମ୍ପତିଙ୍କ ଚାରିପାଖରେ ଏକତ୍ରିତ ହେବା ପରେ ଷ୍ଟେଜ୍‌ଟି ଓଜନ ସହି ନପାରି ଭାଙ୍ଗିଯାଇଥିଲା। ଭାଗ୍ୟବଶତଃ କେହି ଗୁରୁତର ଆହତ ହୋଇନାହାନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri