Posted inଜାତୀୟ

ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ଯୋଗୀ ଆଦିତ୍ୟନାଥ ମାର୍ଚ୍ଚ ୨୫ରେ ପୁଣିି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହାର ଦିନକୁ ପୂର୍ବରୁ ଯୋଗୀ ଆଦିତ୍ୟନାଥ ଆନୁଷ୍ଠାନିକ ଭାବେ ବିଧାନସଭା ଦଳର ନେତା ନିର୍ବାଚିତ ହୋଇଛନ୍ତି। ଏହାପରେ ଭାଜପାର ସମସ୍ତ ତୁଙ୍ଗ ନେତା ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। ଏହାର କିଛି ସମୟ ପରେ ଯୋଗୀ ଆଦିତ୍ୟନାଥ ମଧ୍ୟ ନିଜେ ରାଜଭବନକୁ ଯାଇ ରାଜ୍ୟପାଳ ଆନନ୍ଦୀବେନ ପଟେଲଙ୍କୁ ଭେଟିଛନ୍ତି। ଏହି ସମୟରେ ଭାଜପା ନେତା କେଶବ ପ୍ରସାଦ ମୌର୍ଯ୍ୟ, ରଘୁବର ଦାସ ଏବଂ ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରାଷ୍ଟ୍ର ଭାବେ କାର୍ଯ୍ୟକଲେ ସମ୍ବଳ ଅଭାବ ରହିବନି: ମୋଦି

ନୂଆଦିଲ୍ଲୀ, ୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୧ ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର...

ନିର୍ବାଚନ ପ୍ରଚାରରେ ଉପହାର ଦେବା ଅବା ପ୍ରତିଶ୍ରୁତି ଲାଞ୍ଚ ସହ ସମାନ, ସୁପ୍ରିମ୍‌କୋର୍ଟରେ ପିଟିଶନ୍‌…

ନୂଆଦିଲ୍ଲୀ, ୨୨।୧ : ନିର୍ବାଚନ ପ୍ରଚାରରେ ଲୋକଙ୍କୁ ଉପହାର ଦେବା ଅବା ନାନା ପ୍ରକାର ଲୋଭନୀୟ ପ୍ରତିଶ୍ରତି ଲାଞ୍ଚ ସହିତ ସମାନ। ଏନେଇ ସୁପ୍ରିମ୍‌କୋର୍ଟରେ ଏକ...

ଆଉ ୮ ମାସ ଚାଲିବ ଚାଷୀ ଆନ୍ଦୋଳନ

ନୂଆଦିଲ୍ଲୀ, ୧।୪: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ ଆଉ ୮ ମାସ ଚାଲିବ ବୋଲି ଭାରତୀୟ କିଷାନ ୟୁନିୟନ(ବିକେୟୁ) ମୁଖପାତ୍ର ରାକେଶ...

ଚାଷୀଙ୍କ ଖାତାକୁ ଗଲା ୨୦,୯୦୦ କୋଟି

ନୂଆଦିଲ୍ଲୀ, ୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ପ୍ରଥମ ଦିନରେ ଦେଶର ୧୦.୦୯ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ପିଏମ୍‌-କିଷାନ ଯୋଜନାରେ ୨୦,୯୦୦ କୋଟି ଟଙ୍କା...

ଦେଖିବାକୁ ଯେମିତି, ମାର୍କ ବି ସେମିତି

ନଏଡା,୧୬।୭: ନିକଟରେ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ହେଲେ ନଏଡାର ଦୁଇ ଯାଆଁଳା ଭଉଣୀ (ଛାତ୍ରୀ) ଦେଖିବାକୁ ଯେମିତି ଏକାଭଳି ମାର୍କ...

ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା: ଏପର୍ଯ୍ୟନ୍ତ ଗଲାଣି ୪ ଜୀବନ

କୋଲକାତା, ୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳରେ ତୃଣମୂଳ କଂଗ୍ରେସ ଏକ ବଡ଼ ବିଜୟ ହାସଲ କରିଛି। ନିର୍ବାଚନରେ ଟିଏମ୍‌ସି ଭାଜପାକୁ ପରାସ୍ତ କରିଥିବା ସତ୍ତ୍ୱେ...

ହାଇଜାକ ହୋଇଛି କୃଷକ ଆନ୍ଦୋଳନ: କଂଗ୍ରେସ ଏମ୍‌ପି

ଲୁଧିଆନା,୧୫ ।୧୨: କେନ୍ଦ୍ରର କୃଷି ଆଇନକୁ ନେଇ ଚାଲିଥିବା କୃଷକ ଆନ୍ଦୋଳନ ଏବେ ଭିନ୍ନ ମୋଡ ନେବାରେ ଲାଗିଲାଣି । ଏହାକୁ ନେଇ ଏବେ ରାଜନୀତି...

ଗୋଟିଏ ମେସେଜ୍‌ ୪୪ ଜଣ ସାଥୀଙ୍କୁ ଏକାଠି କଲା

ରତଲାମ,୨୧।୭: ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟସ୍‌ ଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ...

Advertisement
Archives

Model This Week