Posted inଜାତୀୟ

ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲା: ଜାମିନକୁ ନେଇ ବିରୋଧ ପ୍ରଦର୍ଶନ କଲା ଭାଜପା

ମୁମ୍ବାଇ,୧୨ ।୯: ମହାରାଷ୍ଟ୍ରରେ ଜଣେ ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲାରେ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି । ଏବେ ଏହାକୁ ବିରୋଧ କରି ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଅତିରିକ୍ତ ପୋଲିସ କମିଶନରଙ୍କ କାର୍ଯ୍ୟାଳୟ ସାମ୍ନାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ପ୍ରଦର୍ଶନକାରୀଙ୍କ ମଧ୍ୟରେ ମାଡ ଖାଇଥିବା ଅବସରପ୍ରାପ୍ତ ନୌସେନା ଅଧିକାରୀ ମଦନ ଶର୍ମାଙ୍କ ଝିଅ ବି ଉପସ୍ଥିତ ରହିଛନ୍ତି । ଏମାନେ ଅଭିଯୁକ୍ତଙ୍କ ବିରୋଧରେ ଜାମିନ ବିହିନ ମାମଲା ପାଇଁ ଦାବି କରିଛନ୍ତି । ମଦନଙ୍କ ଝିଅ ଶିଲା ଶର୍ମା କହିଛନ୍ତି ମହାରାଷ୍ଟ୍ର ସରକାରଙ୍କୁ ମୁଁ କିଛି କହିବାକୁ ଚାହୁଁନାହିଁ କାରଣ ତାଙ୍କ ଉପରେ ମୋର ଭରସା ନାହିଁ । ସୂଚନାଯୋଗ୍ୟ, ମଦନ ଶର୍ମା ହ୍ୱାଟସ୍ ଆପ୍‌ରେ ଏକ କାର୍ଟୁନ ଶେୟାର କରିବାକୁ ନେଇ ଶିବସେନା କର୍ମୀ ଖୁବ୍ ରାଗି ଯାଇଥିଲେ । ଆଉ ତାଙ୍କୁ ରାଜରାସ୍ତାରେ ମାରପିଟ କରିଥିଲେ । ତେବେ ଶବିସେନା କର୍ମୀଙ୍କ ଏଭଳି କାର୍ଯ୍ୟକୁ ଅନେକ ନିନ୍ଦା ମଧ୍ୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri